Browsing Tag

baliguda news

ମେଡ଼ିସିନ ଷ୍ଟୋରର ସଟର ତାଲା ଭାଙ୍ଗି ଚୋରୀ ଘଟଣାରେ ଦୁଇ ପେଶାଦାର ଅପରାଧୀ ଗିରଫ : ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଏକ ଚୋରୀ ଘଟଣାରେ ବାଲିଗୁଡା ପୋଲିସ ଦୁଇ ପେଶାଦାର ଅପରାଧୀଙ୍କ ସମେତ ଚୋରୀ ସାମଗ୍ରୀ ଜବତ କରିଥିବା ବିଷୟକୁ ନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଘଟଣାରୁ
Read More...

ସୋସିଆଲ ମିଡ଼ିଆର ଅପବ୍ୟବହାର କରି ବନ୍ଧା ହେଲେ ଯୁବକ : ଦେଢ଼ ବର୍ଷ ପରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ଅଞ୍ଚଳରେ ଏକ ମହିଳାର ଫଟୋକୁ ସୋସିଆଲ ମିଡିଆ ୱାଟ୍ସଅପ ଓ ଫେସବୁକରେ ପୋଷ୍ଟ କରି ହଇରାଣ କରୁଥିବାରୁ ଜଣେ ଯୁବକକୁ କ. ନୂଆଗାଁ ପୋଲିସ ଜେଲ ହାଜତକୁ ପଠାଇଥିବା ଜଣାପଡ଼ିଛି ।
Read More...

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର
Read More...

ଗୋଟିଏ ରାତିରେ ତିନୋଟି ସ୍ଥାନରୁ ସିରିଜ ଚୋରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ
Read More...

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା, ଖାଦ୍ୟ ଓ ଭିତ୍ତିମି ସମ୍ପର୍କିତ ସମୀକ୍ଷା ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ,ପୋଷାକ
Read More...

ବଦଳିବ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର : ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବଦଳିଯିବ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର । ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ
Read More...

ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକଙ୍କ
Read More...

୧୫ତମ ଜାତୀୟ ମତଦାତା ଦିବସ ଅବସରରେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ଅବସରରେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏଥିରେ
Read More...

ହୁ ହୁ ହୋଇ ଜଳିଗଲା ଚଳନ୍ତା କାର : ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା, ଶିଶୁ ସମେତ ୬ ଜଣ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚଳନ୍ତା ଆର୍ଟିକା କାର୍‌ । କାର୍‌ରେ ବସିଥିଲେ ଦୁଇ ମହିଳା ଓ ଜଣେ ଶିଶୁଙ୍କ ସମେତ ୬ ଜଣ । ହେଲେ ହଠାତ କାରରେ ନିଆଁ ଲାଗି ହୁ ହୁ ହୋଇ ଜଳିଗଲା । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟ ୫୯ ନଂ. ଜାତୀୟ ରାଜପଥ ଉପରେ
Read More...

ବାର୍ଷିକ କ୍ରୀଡା ଉତ୍ସବରେ ଯୋଗଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଦିବାସୀ ମହାବିଦ୍ୟାଳୟର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଚାଲିଥିଲା । ହଠାତ୍‌ ପହଂଚିଗଲେ କ୍ରୀଡା ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଆଉ ଏହା ଦେଖି ଛାତ୍ରଛାତ୍ରୀ ମାନେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭବ୍ୟ ସ୍ୱାଗତ
Read More...