Browsing Tag

baliguda news

କବିରାଜଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଗରିବ ଓ ଅସହାୟଙ୍କ ପାଇଁ ସରକାରଙ୍କ ଯୋଜନାର ଅଭାବ ନାହିଁ । ଆବାସଠାରୁ ଆରମ୍ଭ କରି ଭିନ୍ନକ୍ଷମ ଭତ୍ତା, ଖାଦ୍ୟ ସୁରକ୍ଷା ଓ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ସହାୟତା ଦିଆଯାଉଛି । ହେଲେ ଯୋଜନା ଥିଲେ ବି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ତାହା…
Read More...

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

ପ୍ରସବ ପରେ ପ୍ରାଣ ହରାଇଲେ ମା’, ନବଜାତକୁ ଛାଡ଼ିଗଲେ ଆଦ୍ୟାଶା ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ୟା ସନ୍ତାନର ଆଗମନରେ ପରିବାରରେ ଖେଳିବାକୁ ଥିଲା ଖୁସିର ମାହୋଲ । ହେଲେ ଖୁସିର ସେହି କ୍ଷଣ ପରିଣତ ହେଲା ଶୋକରେ । ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପ୍ରସବ ପରେ ଜଣେ…
Read More...

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କେବଳ ଏକ ଧାର୍ମିକ ଉତ୍ସବ ନୁହେଁ, ଓଡ଼ିଆ ଜନଜୀବନରେ ଭାଗବତ ଜନ୍ମ ଏକ ପୁରୁଣା ପରମ୍ପରା ଓ ଭକ୍ତିର ନିଆରା ପ୍ରତୀକ । ଏହି ପରମ୍ପରାକୁ ଆଜି ମଧ୍ୟ ଆଗେଇ ନେଇଛନ୍ତି ଗାଁଠୁ ସହର ପର୍ଯ୍ୟନ୍ତ ଲୋକେ । ଭାଗବତ ଜନ୍ମ ଅବସରରେ ମନ୍ଦିର, ମଣ୍ଡପ, ଘର ଓ…
Read More...

ସରକାରୀ ପଞ୍ଜିକୃତ ହେଲା ଉପଖଣ୍ଡ ସ୍ତରୀୟ ବରିଷ୍ଠ ନାଗରିକ ସଂଘ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ବରିଷ୍ଠ ନାଗରିକ ସଂଘ ସୋସାଇଟି ଆକ୍ଟ, ୧୮୬୦ ଅନୁଯାୟୀ ସରକାରୀ ଭାବେ ପଞ୍ଜିକୃତ ହୋଇଛି ।…
Read More...

ଭୂସ୍ଖଳନ ଆଶଙ୍କାରେ କଳିଙ୍ଗା ଘାଟି ବନ୍ଦ : ପୁଲିସର ନାକାବନ୍ଦୀ, ବିକଳ୍ପ ରାସ୍ତାରେ ଯାତାୟାତ ପାଇଁ ପରାମର୍ଶ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଲଘୁଚାପଜନିତ ପ୍ରବଳ ବର୍ଷା ଓ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ କଳିଙ୍ଗା ଘାଟିକୁ ଦୁଇ ଦିନ ପାଇଁ ବନ୍ଦ ରଖାଯାଇଛି । ସୁରକ୍ଷା ଦୃଷ୍ଟିରୁ ଘାଟି ରାସ୍ତାରେ ଯାତାୟାତ ଉପରେ କଟକଣା ଲାଗୁ ହେବା ପରେ…
Read More...

ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ପ୍ରଶାସନର ସତର୍କତା : କଳିଙ୍ଗା ଘାଟିରେ ଦୁଇ ଦିନ ଯାତାୟାତ ବନ୍ଦ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ କଳିଙ୍ଗା ଘାଟିରେ ଦୁଇଦିନ ପାଇଁ ଯାତାୟାତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ସେପ୍ଟେମ୍ବର ୨୩ ଓ ୨୪ ତାରିଖ ଦୁଇଦିନ କଳିଙ୍ଗା ଘାଟି ଦେଇ…
Read More...

ଆନନ୍ଦ ଉଲ୍ଲାସର ସହ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଭକ୍ତି, ଶ୍ରଦ୍ଧା ଓ ଆନନ୍ଦ ଉଲ୍ଲାସର ପରିବେଶ ମଧ୍ୟରେ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ ହୋଇଛି । ପ୍ରତ୍ୟେକ ରବିବାର ଦିନ ଆୟୋଜିତ ହେଉଥିବା ଏହି ଓଷା ଚାରି ପାଳି ପୂଜା କରିବା ପରେ ଉଦଯାପିତ…
Read More...

ବାଲିଗୁଡ଼ାରେ ବିଜେଡି ସଙ୍ଗଠନ ସଜାଡ଼ିବାକୁ ପ୍ରୟାସ : ସମନ୍ୱୟ କମିଟି ଗଠିତ, ୧୦ ଜଣିଆ ସଦସ୍ୟ ମନୋନୀତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ମଣ୍ଡଳୀରେ ଦଳୀୟ ସଙ୍ଗଠନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ପୁନର୍ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ବାଲିଗୁଡ଼ା ବିଧାନସଭା ମଣ୍ଡଳୀ ପାଇଁ ଏକ…
Read More...

ବିଭିନ୍ନ ବିଦ୍ୟାଳୟରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ : ୧୮୦୦ରୁ ଊର୍ଦ୍ଧ୍ୱ ଶିକ୍ଷାର୍ଥୀ ଦେଲେ ପରୀକ୍ଷା

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ‘ଉଲ୍ଲାସ’ କାର୍ଯ୍ୟକ୍ରମ ଅଧୀନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ମୂଲ୍ୟାଙ୍କନ ପରୀକ୍ଷା ଅନୁଷ୍ଠିତ ହୋଇଛି । ବ୍ଲକର ୧୬ଟି କ୍ଲଷ୍ଟରରେ ଏହି ପରୀକ୍ଷା ଆୟୋଜିତ ହୋଇଥିବା ବେଳେ ପ୍ରାୟ…
Read More...

ଗଞ୍ଜେଇ ସହ ଗାଡି, ମୋବାଇଲ ଜବତ : ଜଣେ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଗଞ୍ଜେଇ ଚୋରାଚାଲାଣ ବିରୋଧରେ ପୁଲିସର ଅଭିଯାନ ଜାରି ରହିଥିବା ବେଳେ ତୁମୁଡ଼ିବନ୍ଧ ଥାନା ପୁଲିସକୁ ମିଳିଛି ବଡ଼ ସଫଳତା । ଏକ ଇଚର୍‌ ଗାଡ଼ିରୁ ୧୧୪୦ କେଜି ଗଞ୍ଜେଇ ଜବତ କରାଯାଇଥିବା ବେଳେ ଚୋରାଚାଲାଣ ଅଭିଯୋଗରେ ଜଣେ…
Read More...