Browsing Tag

baliguda news

ଗଦାପୁର ଅଞ୍ଚଳରେ ୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱାର୍କ ଠପ : ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱାର୍କ ଅଚଳ ହୋଇପଡିଛି । ଉକ୍ତ ଅଞ୍ଚଳରେ ଏକମାତ୍ର ସାହା ଭରସା ବିଏସ୍‌ଏନ୍‌ଏଲ୍‌ ନେଟୱାର୍କ ଅଚଳ ହୋଇଥିଲେ ସୁଦ୍ଧା
Read More...

ମୋଦୀଙ୍କ ଜନ୍ମ ଦିବସ ଅବସରରେ ବିଜେପି ପାଳୁଛି ସେବା ସପ୍ତାହ : ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦୀଙ୍କ ଜନ୍ମଦିବସ ଅବସରରେ ସାରା ଦେଶ ପାଳୁଛି ସେବା ସପ୍ତାହ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନଗର ବିଜେପି ପକ୍ଷରୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ
Read More...

ବାଲିଗୁଡା ଉପଖଣ୍ଡରେ ନକଲି କନ୍ଧମାଳ ହଳଦୀ ଗୁଣ୍ଡ ସହ ବିଭିନ୍ନ ସାମଗ୍ରୀ ବିକ୍ରି : ବିଭାଗ ନୀରବ ଦ୍ରଷ୍ଟା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ସମେତ ସମଗ୍ର ବାଲିଗୁଡା ଉପଖଣ୍ଡରେ ବିଭିନ୍ନ ପ୍ରକାର ନକଲି ଖାଦ୍ୟ ସାମଗ୍ରୀ ବିକ୍ରି ବୃଦ୍ଧି ଚାଲିଛି । ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିୟମିତ ଦୃଷ୍ଟି ଦେଉନଥିବାରୁ ଖାଉଟି ମହଲରେ ତୀବ୍ର ଅସନ୍ତୋଷ ବୃଦ୍ଧି ପାଇବାରେ
Read More...

ଚାକିରି ଦେବା ନାଁରେ ଠକେଇ ଅଭିଯୋଗ : ମାଷ୍ଟର ମାଇଣ୍ଡ ସହ ୨ ସହଯୋଗୀ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ । ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଓ ଲିଲିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗ ପ୍ରକାରେ ସାରଙ୍ଗଡ଼ ଥାନା ଅଧିକାରୀ ବଧୁଲିକା ବିଶ୍ୱାଳ ଏକ ସ୍ୱତନ୍ତ୍ର ଟିମ୍ ଗଠନ
Read More...

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ଘଟଣା : ପହଞ୍ଚିଲେ ଡାକ୍ତରୀ ଟିମ୍‌

ପରିସ୍ଥିତି ନିୟନ୍ତ୍ରଣାଧୀନ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପଛି । ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ
Read More...

ମାଓନେତା ଆଜାଦ ବାଲିଗୁଡ଼ା ଏଡିଜେ କୋର୍ଟରେ ହାଜର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଟପ ମାଓନେତା ଆଜାଦ କନ୍ଧମାଳ ଜିଲ୍ଲା ବାଲିଗୁଡା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି । ତାଙ୍କୁ ଭୁବନେଶ୍ଵର ଝାରପଡ଼ା ଜେଲରୁ ବାଲିଗୁଡାକୁ କଡା ସୁରକ୍ଷାରେ ଅଣାଯାଇଛି । ଅତିରିକ୍ତ ଜିଲ୍ଲା ଜଜ୍ ଶୁଭଦର୍ଶି ତ୍ରିପାଠୀଙ୍କ
Read More...

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ୩ ଆଦିବାସୀ ଛାତ୍ରଛାତ୍ରୀ ଡାକ୍ତର ହେବେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ । ଏଭଳି ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ୩ ଆଦିବାସୀ ଛାତ୍ରଛାତ୍ରୀ ଚଳିତ
Read More...

ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ
Read More...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସ୍ୱାସ୍ଥ୍ୟ ଉପଚାର ଦିବସ ପାଳିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ସ୍ୱାସ୍ଥ୍ୟ ଉପଚାର ଦିବସ ପାଳିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ଯୁବ ରେଡ୍‌କ୍ରସ୍ ଜିଲ୍ଲା ସଂଯୋଜକ ଡ. ବିଭୁତି ଭୂଷଣ ଆଚାର୍ଯ୍ୟ ଆବଶ୍ୟକତା ଅନୁସାରେ
Read More...

ଶିକ୍ଷା ଦେବା ନାମରେ ଆସି ଧର୍ମାନ୍ତରୀକରଣ କରୁଥିବା ଅଭିଯୋଗ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ କିଛି ବର୍ଷ ହେବ ଜଣେ ବ୍ୟକ୍ତି ଶିକ୍ଷା ଦେବା ନାରେ ଆସି ରହିବା ପରେ ଅନୁସୂଚିତ ଆଦୀମ ଜନଜାତି, ଜନଜାତି ଓ ଜାତି ବର୍ଗର ଲୋକଙ୍କୁ ଧର୍ମାନ୍ତରୀକରଣ
Read More...