ଦାରିଙ୍ଗବାଡି ଶୀତ ମହୋତ୍ସବରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ଯୋଗଦାନ ପାଇଁ ସମ୍ମତି ପ୍ରକାଶ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ!-->…
Read More...
Read More...