ବେଲଘରରେ ଡିମ୍ବୁଲି ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ନିକଟରେ ଡିମ୍ବୁଲି ମହୋଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମହୋତ୍ସବ ସଭାପତି ଗୌରଚନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ବୈଠକରେ!-->…
Read More...
Read More...