Browsing Tag

baliguda news

ବିଏସ୍‌ଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା…
Read More...

ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି । ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ…
Read More...

ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେଲା ବାଇକ : ଦୁଇ ମୃତ, ଜଣେ ଗୁରୁତର

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ…
Read More...

ବାଲିଗୁଡା ବ୍ଲକ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ…
Read More...

ନାଡ଼ାପାଟାଙ୍ଗ ଓ ମାଣିକୁଟିକୁ ପଞ୍ଚାୟତ ମାନ୍ୟତା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ ଗଠନ କରିବା ନିମନ୍ତେ ଉପଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।…
Read More...

ଲକ୍ଷ ଲକ୍ଷଟଙ୍କା ଠକେଇ ମାମଲାରେ ପୋଷ୍ଟ ମାଷ୍ଟର ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସାଇନ୍ ପଡା ବ୍ରାଞ୍ଚ ପୋଷ୍ଟ ମାଷ୍ଟର ରମେଶ ଚନ୍ଦ୍ର ସାହୁ ଜନସାଧାରଣଙ୍କ ଲକ୍ଷ ଲକ୍ଷ ଟଙ୍କା ଠକି ବୁଧବାର ପୋଲିସ ହାବୁଡ଼ରେ ପଡ଼ି କୋର୍ଟ ଚାଲାଣ ହୋଇଛି । ପୋଲିସ ସୂଚନା ଅନୁସାରେ…
Read More...

କୁଡୁତୁଲି ପଞ୍ଚାୟତରେ ପୋଡ଼ାଗଲା ୪୭ ଏକର ଗଞ୍ଜେଇ ଗଛ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ପୁଲିସ ଓ ବାଲିଗୁଡା ଅବକାରୀ ବିଭାଗର ମିଳିତ ଚଢ଼ଉ କରି ୪୭ ଏକର ଗଞ୍ଜେଇ ଗଛକୁ ପୋଡ଼ି ନଷ୍ଟ କରିଛି । ପ୍ରକାଶ ଯେ, କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତ ଡକାର ଗାଁ, ବୁଡ଼ାବାଲି…
Read More...

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଶୀତବସ୍ତ୍ର ପୋଡ଼ି ପାଉଁଶ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ୍ ଅର୍ନ୍ତଗତ ଗୁଞ୍ଜିବାଡ଼ି ପଞ୍ଚାୟତର ଲକେବାଡ଼ି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁର ଆଁରେ ଲକ୍ଷାଥିକ ଟଙ୍କାର ଶୀତବସ୍ତ୍ର ଜଳିପୋଡ଼ି ପାଉଁଶ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା…
Read More...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଶାଖା ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଡାକ୍ତର ଲିପୁନ କୁମାର ମଲ୍ଲିକ ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ,…
Read More...

ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି : ଭଉଣୀର ଚିକିତ୍ସା ଭାର ସରକାର ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଭାଇ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି । ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ…
Read More...