ଯୋଗାଣ ବିଭାଗର ଚଢାଉ : ୬ କ୍ୱିଣ୍ଟାଲ କଣ୍ଟ୍ରୋଲ ଚାଉଳ ଜବତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ!-->…
Read More...
Read More...