କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସିର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫)ଙ୍କ ସୋମବାର ଅପରାହ୍ନ ୨ ସମୟରେ ବ୍ରହ୍ମପୁରର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି । ସ୍ୱର୍ଗତ ପାଣିଗ୍ରାହୀ!-->…
Read More...
Read More...