ପୁଣି ମାତିଲେ ଦନ୍ତାହାତୀ : ଘର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ କଲେ, ଲୋକେ ଆତଙ୍କିତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନ୍ରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିବା ପରେ ୨୫ ଟିକିଆ ହାତୀପଲରୁ ୨୩ଟି ଏହି ଅଞ୍ଚଳ ଛାଡି ଟିକାବାଲି ବନାଞ୍ଚଳ ଦେଇ ପଳେଇଥିବା ବେଳେ ଅନ୍ୟ ଦୁଇଟି ଏହି!-->…
Read More...
Read More...