Browsing Tag

baliguda news

ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନର ଷଷ୍ଠଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କଲେ ଉପବାଚସ୍ପତି ସାଲୁଗା ପ୍ରଧାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାଧାରଣ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନର ଷଷ୍ଠଦିନରେ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ହଜାର ହଜାର ସମର୍ଥକଙ୍କୁ ନେଇ ବିରାଟ ପଟୁଆରରେ ନିଜର ଶକ୍ତି
Read More...

ଚତୁର୍ଥ ଦିନରେ ବିଜେଡିର ଚକ୍ରମଣି ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ରତାପ ସତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆରରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି
Read More...

ବାଲିଗୁଡା ପୋଲିସଙ୍କୁ ବଡ ସଫଳତା : ୪ କୋଟିରୁ ଅଧିକ ଗଞ୍ଜେଇ ଜବତ

ବାଲିଗୁଡା : ବାଲିଗୁଡା ପୋଲିସଙ୍କୁ ବଡ ସଫଳତା । ଗଦ୍ରଙ୍ଗିଆ ଘାଟି ନିକଟ ଇର୍ପିଗୁଡା ଜଙ୍ଗଲରୁ ୪କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ । ଜଙ୍ଗଲରେ ବିପୁଳ ପରିମାଣର ଗଞ୍ଜେଇ ଗଚ୍ଛିତ ରଖାଯାଇଥିବା ନେଇ ଖବର ପାଇବା ପରେ ଅଚାନକ ରେଡ୍‌ କରିଥିଲା ପୋଲିସ । ପୋଲିସ ଆସୁଥିବାର
Read More...

ବାଲିଗୁଡାରେ ନିର୍ବାଚନକୁ ନେଇ ଚଳଚଞ୍ଚଳ : ବିଭିନ୍ନ ଦଳର ଅସନ୍ତୋଷ କର୍ମୀ ଓ ନେତାଙ୍କ ଉପରେ ସମସ୍ତଙ୍କ ନଜର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଲାଣି । ଅନ୍ୟ ନିର୍ବାଚନ ମଣ୍ଡଳୀ ଅପେକ୍ଷା ଏହି ନିର୍ବାଚନ ମଣ୍ଡଳୀରେ ରାଜନୀତି ଗଣିତ କିଛି ଅଲଗା ରହିଥାଏ । ଚଳିତ ନିର୍ବାଚନରେ ବିଜେଡି,
Read More...

ଜମି ବିବାଦକୁ କେନ୍ଦ୍ର କରି ମାମୁଁ ଭଣଜା ମଧ୍ୟରେ ମାରପିଟ : ଦୁଇ ପରିବାରର ୭ ଜଣ ଆହତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଏକ ଜମି ବିବାଦକୁ କେନ୍ଦ୍ର କରି ମାମୁଁ ଭଣଜାଙ୍କ ମଧ୍ୟରେ ମାରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି । ଏହି ଗୋଷ୍ଠୀ ସଙ୍ଘର୍ଷରେ ୭ ଜଣ ଗୁରୁତର ଆହାତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ
Read More...

ମାମୁକୁ ହାଣିଲା ଭଣଜା

ବାଲିଗୁଡ଼ା : ବିଳମ୍ବିତ ରାତିରେ ବାଲିଗୁଡ଼ା ଆଣ୍ଟ ସାହିରେ ଘଟିଛି ଏକ ଅଘଟଣ । ଜମିଜମା ବିବାଦକୁ ନେଇ ମାମୁକୁ ହାଣିଲା ଭଣଜା । ଏଣେ ମାମୁଙ୍କ ପକ୍ଷରୁ ପ୍ରତିଆକ୍ରମଣରେ ମଧ୍ୟ ଭଣଜା ସମେତ ମାମୁର ଦୁଇ ପୁଅ ଓ ଭଣଜାର ସ୍ତ୍ରୀ ଓ ପିଲାଙ୍କ ସମେତ ୭ଜଣ ମଧ୍ୟ ଆକ୍ରମଣ ଶିକାର ହୋଇଛନ୍ତି ।
Read More...

ବାଲିଗୁଡା ବନାଞ୍ଚଳର ବିଭିନ୍ନ ସ୍ଥାନରେ ନିଆଁ : ଗରମ ଓ ଗୁଳୁଗୁଳି ଦ୍ୱିଗୁଣିତ ହୋଇଗଲାଣି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବର୍ତ୍ତମାନ ସାରା ରାଜ୍ୟର ବିଭିନ୍ନ ଜିଲାରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଲାଣି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ମଧ୍ୟ ତାପମାତ୍ରା ୩୬ରୁ ୪୦ ଡିଗ୍ରୀ ଉପରେ ରହୁଛି । ଗୋଟିଏ ପଟେ ରୌଦ୍ର ତାପରେ
Read More...

୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦ୍‌ଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁଯାତ୍ରା
Read More...

ବାଲିଗୁଡ଼ାରେ ପହଞ୍ଚିଲା ଇଭିଏମ୍ ଓ ଭିଭି ପ୍ୟାଟ୍ ମେସିନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାଧାରଣ ନିର୍ବାଚନ ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ପହଂଚିଲା ଇଭିଏମ୍ ଓ ଭିଭି ପ୍ୟାଟ୍ ମେସିନ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଓ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ପାଇଁ ବାଲିଗୁଡା ଉପଜିଲ୍ଲାପାଳ ଡ଼. ରୀନା ପ୍ରଧାନନଙ୍କ ପ୍ରତ୍ୟକ୍ଷ
Read More...

ପୋଲିସ ପାଟ୍ରୋଲିଂ ବେଳେ ଦୁଇ ଫେରାର୍‌ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀ ଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି । ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା
Read More...