ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅରେ ପଚ ପଚ : ଚଳାଚଳ ବନ୍ଦ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ!-->…
Read More...
Read More...