ଚିତାବାଘ ଛାଲ ସହ ବନ୍ଧୁକ ଜବତ : ଜଣେ ଗିରଫ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡ଼ି ଥାନା ଅଧୀନ ଦାସିଙ୍ଗବାଡ଼ିରେ ଏସ୍ଟିଏଫ୍ ପକ୍ଷରୁ ଚଢ଼ଉ କରାଯାଇ ଗୋଟିଏ ଚିତାବାଘ ଛାଲ ସହିତ ଗୋଟିଏ ଦେଶୀବନ୍ଧୁକ ଜବତ କରାଯାଇଛି । ଘଟଣାରେ ଦାରିଙ୍ଗବାଡି ଥାନା ଅଧୀନ!-->…
Read More...
Read More...