Browsing Tag

baliguda news

ଶିକ୍ଷାନିକେତନର ୨୨ ତମ ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନରେ ଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୨ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ା ଏସଡିପିଓ ସୁଭମ୍ ଭୋଷଲେ ମୁଖ୍ୟ ଅତିଥି
Read More...

ପଞ୍ଚୁଦଣ୍ଡ ପରିଚାଳନା ସମିତି ତରଫରୁ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡ଼ା, (ସଞ୍ଜୟକୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସମିତିର ମୁଖ୍ୟ ପରିଚାଳକ ରାଜ କିଶୋର ଦାସଙ୍କ ଆବାହକତ୍ୱରେ ଗୋଇବନ୍ଧ ସ୍ଥିତ
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ
Read More...

ପୋଲିସ ପେଟ୍ରୋଲିଂ ବେଳେ ଗଞ୍ଜେଇ ଜବତ : ମାଫିଆ ଫେରାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ପକ୍ଷରୁ ମହାସିଙ୍ଗି ନିକଟରେ ଥିବା ଧୂଙ୍ଗିଆଦେବୀ ମନ୍ଦିର ନିକଟରେ ପୋଲିସ ଦଳର ପେଟ୍ରୋଲିଂ ବେଳେ ବସ୍ ଯୋଗେ ଜଣେ ଗଞ୍ଜେଇ ଚୋରା ଚାଲାଣକାରୀ ମାଫିଆ ଚାଲାଣ କରିବା ପାଇଁ ଅପେକ୍ଷା
Read More...

ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ପ୍ରଶାସନ ପକ୍ଷରୁ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ସାଇନପଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ
Read More...

ସାଇନପଡା ଜଙ୍ଗଲ ଅଞ୍ଚଳରୁ ୧୨ ଏକର ଗଞ୍ଜେଇ ଗଛ ପୋଡାଗଲା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ସାଇନ୍ ପଡା ଅଞ୍ଚଳରୁ ବେଆଇନ ଭାବେ ଲଗା ଯାଇଥିବା ଗଞ୍ଜେଇ ଚାଷକୁ କ. ନୂଆଗାଁ ପୋଲିସ ବିଭାଗ ଓ ଅବକାରୀ ବିଭାଗର ମିଳିତ ଭାବେ ଚଢ଼ାଉ କରି ଗଞ୍ଜେଇ ଗଛ କାଟି ନିଆଁ ଲଗାଇ ପୋଡି ନଷ୍ଟ
Read More...

ବେଆଇନ୍ ମୋରମ୍ ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ : ୨ଟି ଜେସିବି ସହ ୫ଟି ଟ୍ରାକ୍ଟର ଜବତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଦଣ୍ଡପଦର ନିକଟସ୍ଥ ଖଡଗ ନଦୀ ନିକଟରୁ ବେଆଇନ୍ ଭାବେ ମୋରମ୍ ଖନନ ସହ ଚାଲାଣ ହେଉଥିବାବେଳେ ମାଡ଼ି ବସିଲା ପୋଲିସ୍ । ଘଟଣାସ୍ଥଳରୁ ମୋରମ୍ ଖନନ କାର୍ଯ୍ୟରେ ନିୟୋଜିତ ୨ଟି ଜେସିବି ସହ ଚାଲାଣରେ ବ୍ୟବହୃତ
Read More...

ସର୍ବଭାରତୀୟ ସ୍ତରୀୟ ବଡି ବିଲିଂ ପ୍ରତିଯୋଗିତାରେ ଗୋଲ୍ଡ ମେଡାଲ ହାସଲ କଲେ ଦିଲ୍ଲୀପ ପାତ୍ର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ଗର୍ବ ଓ ଗୌରବ ଦିଲ୍ଲୀପ ପାତ୍ର । ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାରେ ଗୋଲ୍ଡ ମେଡାଲ ହାସଲ କରି ବାଲିଗୁଡା ପାଇଁ ଗୌରବ ଅଣିଛନ୍ତି ଦିଲ୍ଲୀପ । ଭୁବନେଶ୍ଵର ସ୍ଥିତ ଉତ୍କଳ ମଣ୍ଡପରେ ଆୟୋଜିତ ଜାତୀୟ ସୁନ୍ଦର ସ୍ୱାସ୍ଥ୍ୟ
Read More...

ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଗଛ କାଟିବା ଅଭିଯୋଗରେ ୩ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ତୁମୁଡ଼ିବନ୍ଧ ରେଞ୍ଜ ହରିପୁର ସଂରକ୍ଷିତ ଜଙ୍ଗଲରୁ ମୁଲ୍ୟବାନ ଗଛ କାଟିବା ବେଳେ ବନ ବିଭାଗ ଚଢ଼ାଉ କରି ଘଟଣାରେ ସଂଶ୍ଲିଷ୍ଟ ଥିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନବିଭାଗ । ଘଟଣା
Read More...

ପୋଲିସ ପେଟ୍ରୋଲିଂ ବେଳେ ସ୍କୁଟି ସହ ଗଞ୍ଜେଇ ଜବତ : ଦୁଇ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ପୋଲିସ କେଳାପଡା ନିକଟରେ ପେଟ୍ରୋଲିଂ କରୁଥିବା ବେଳେ ଏକ ସ୍କୁଟିକୁ ତନଖିବା ସମୟରେ ଡ଼ିକିରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ । ସ୍କୁଟି ଓ ଗଞ୍ଜେଇ ସହ ଦୁଇ ବ୍ୟକ୍ତିଙ୍କୁ ଗିରଫ
Read More...