Browsing Tag

baliguda news

ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ ପକ୍ଷରୁ ‘ଏକ୍ ପେଡ୍ ମା କେ ନାମ’ କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଶାଖା ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ 'ଏକ୍ ପେଡ୍ ମା କେ ନାମ' ୨.୦ କାର୍ଯ୍ୟକ୍ରମରେ ବୃକ୍ଷ ରୋପଣ…
Read More...

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ…
Read More...

ମା’ ଦୁର୍ଗାଦେବୀଙ୍କ ପୀଠରେ ଶୁଭ ଖୁଣ୍ଟି ସ୍ଥାପନ : ସପ୍ତମୀ ଠାରୁ ପୂଜା ଆରମ୍ଭ ପାଇଁ ବ୍ୟାପକ ପ୍ରସ୍ତୁତି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନୂଆସାହି ସ୍ଥିତ ମା' ଦୁର୍ଗା ଦେବୀଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଖୁବ ଜାକଜକମରେ ପାଳନ କରିବା ନେଇ ନିଷ୍ପତ୍ତି ହେବା ପରେ ଏହି ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ…
Read More...

ଝଡ଼ ବର୍ଷାରେ କଳିଙ୍ଗା ଘାଟିରେ ଭୂସ୍ଖଳନ, ଯାନବାହାନ ଯାତାୟାତ ଠପ୍‌

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ-ଗଞ୍ଜାମ ଜିଲ୍ଲା ସୀମାନ୍ତ କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟି ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି । ଘାଟି ପାଦଦେଶରୁ ପ୍ରାୟ ତିନି କିଲୋମିଟର ଉପରକୁ ବଡ ବଡ ପଥର ଓ ମାଟି ଅତଡା ଖସି ଜାତୀୟ ରାଜପଥ ଉପରକୁ ମାଡି ଆସିଛି । ଏଥିସହ ପ୍ରବଳ…
Read More...

ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି । ଏନେଇ ଛୋଟ ବଡ…
Read More...

ବିଶ୍ୱ ପ୍ରାଥମିକ ଉପଚାର ଦିବସ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ବିଶ୍ୱ ପ୍ରାଥମିକ ଉପଚାର ଦିବସ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ଅଧ୍ୟକ୍ଷ ନୀଳାଚଳ ମହାରଣା ଜିଲ୍ଲା ସଂଯୋଜକ ତଥା ପ୍ରାଥମିକ ଚିକିତ୍ସା ବିଶାରଦ ଡ.ବିଭୂତି…
Read More...

କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀଙ୍କ ଦେହାନ୍ତ : ସମଗ୍ର ଅଞ୍ଚଳରେ ଶୋକର ଛାୟା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସିର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫)ଙ୍କ ସୋମବାର ଅପରାହ୍ନ ୨ ସମୟରେ ବ୍ରହ୍ମପୁରର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି । ସ୍ୱର୍ଗତ ପାଣିଗ୍ରାହୀ…
Read More...

ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା : ଫ୍ରେଣ୍ଡସ ଗ୍ରୁପର ୧୮ ଫୁଟିଆ ପଞ୍ଚମୁଖୀ ଗଣେଷ ସବୁଠାରୁ ଆକର୍ଷଣୀୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା । ବିଦ୍ୟାର ଦେବତା ଆଦିଦେବ, ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ପୂଜା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଥିଲା । ଏହି ପରିପ୍ରେକ୍ଷୀରେ…
Read More...

ସହରରେ ବୁଲିଲା ଦନ୍ତା ହାତୀ : ଭୟଭୀତ ଲୋକେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଅଞ୍ଚଳର ଜଙ୍ଗଲ ନିକଟ ବର୍ତ୍ତି ଗାଁ ଗୁଡ଼ିକରେ ଉପଦ୍ରବ କରି ୩ ମଣିଷ,୧୦ରୁ ଅଧିକ ଗାଈ ମାରିଥିବାବେଳେ ୨୨ ତାରିଖ ପ୍ରାୟ ରାତି ୨ଟା ହେବ ସ୍ଥାନୀୟ ଧବଳେଶ୍ୱର ମନ୍ଦିରର ନିକଟରେ…
Read More...

ଧର୍ମ ଜାଗରଣ ସମନ୍ଵୟ ପକ୍ଷରୁ ଧର୍ମ ସୁରକ୍ଷା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଧର୍ମ ଜାଗରଣ ସମନ୍ଵୟ ବ୍ରହ୍ମଲୀନ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୭ତମ ବଳିଦାନ ଦିବସକୁ ଧର୍ମ ସୁରକ୍ଷା ଦିବସ ଭାବେ ପାଳନ କରାଯାଇଛି । ଏହି ଅବସରରେ ସ୍ଥାନୀୟ ହନୁମାନ ମନ୍ଦିରରେ ଧର୍ମ ଜାଗରଣ ସମନ୍ଵୟର କ୍ଷେତ୍ର ଧର୍ମ…
Read More...