Browsing Tag

baliguda news

ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ : ଜଣେ ଗୁରୁତର ମେଡିକାଲରେ ଭର୍ତ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କୋଟଗଡ ଥାନା ଅନ୍ତର୍ଗତ ଲାସେରୀ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ବାଲିଗୁଡା ମେଡିକାଲରେ ଭର୍ତ୍ତି କରାଯାଇ…
Read More...

ନାବାଳିକାକୁ ଗର୍ଭବତୀ କରି ଯୁବକ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳର ଏକ ୧୫ ବର୍ଷର ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସହ ୧ ମାସର ଗର୍ଭବତୀ ପରେ ପ୍ରତାରଣା ଦେବାରୁ ମଙ୍ଗଳବାର ଯୁବକକୁ ଜେଲ ହାଜତକୁ ପଠାଯାଇଥିବା…
Read More...

ଓଡିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ତରଫରୁ ୧୦ ଦଫା ଦାବୀ ନେଇ ସମୂହ ଛୁଟି ଓ ଧାରଣା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାଙ୍କ ମୂଳ ଦରମା ଲେବୁଲ ୯ କରିବା ଦାବୀକୁ ନେଇ ସୋମବାରଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟି ଘୋଷଣା କରି ବାଲିଗୁଡା…
Read More...

ପ୍ରଶାସନ ଶୁଣିଲାନି : ଗ୍ରାମବାସୀ ନିର୍ମାଣ କଲେ ଯାତ୍ରୀ ବିଶ୍ରାମାଗାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅଧୀନସ୍ଥ ମିଡ଼ିଆକିଆ ପଞ୍ଚାୟତର କୌଣସି ଛକ ସ୍ଥାନରେ ଯାତ୍ରୀ ବିଶ୍ରାମାଗାର ନଥିବାରୁ ଖରା ବର୍ଷାରେ ଗଛମୂଳେ ଯାତ୍ରୀମାନେ ଅପେକ୍ଷା କରୁଥିବା ବେଳେ ଅଧିକାଂଶ ସମୟରେ ଅସୁବିଧାର ମଧ୍ୟ ସମ୍ମୁଖୀନ ହେଉଛନ୍ତି ।…
Read More...

“ଏକ ଭାରତ ଶ୍ରେଷ୍ଠ ଭାରତ” କାର୍ଯ୍ୟକ୍ରମ ଅବସରରେ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ୍ : ବିଏସଏଫ ଦଳ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ସ୍ଥିତ ବିଏସଏଫର ୧୩୬ ବାଟାଲିୟନ ଆନୁକୂଲ୍ୟରେ ବାରଖମା ଖେଳ ପଡିଆ ଠାରେ "ଏକ ଭାରତ ଶ୍ରେଷ୍ଠ ଭାରତ" କାର୍ଯ୍ୟକ୍ରମ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ…
Read More...

ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ମା’ ପିତାବଳୀ କ୍ଲବ ବିଜୟୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି । ଷଷ୍ଠ ଦିନର ଏହି ଉତ୍ସବରେ ସ୍ଥାନୀୟ…
Read More...

ସ୍ୱାଧୀନତା ଦିବସ ଫୁଟବଲ କପ ଚମ୍ପିୟାନସିପ : ଟି.କେ.ପି ଟିମ ବିଜୟୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି । ତୃତୀୟ ଦିନର ଏହି ଉତ୍ସବରେ ସ୍ଥାନୀୟ…
Read More...

ଶ୍ରାବଣ ଶେଷ ସୋମବାର : ଜଳାଭିଷେକ ପାଇଁ ଜଳେଶ୍ୱର ପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ଶେଷ ସୋମବାର, ଏହି ଅବସରରେ ସକାଳୁ ସକାଳୁ ସମସ୍ତ ଶିବ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିର ଗୁଡିକରେ ଭକ୍ତମାନଙ୍କର ପ୍ରବଳ ଭିଡ ଜମିଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଓଷ୍ଟା ସଙ୍ଘ ପକ୍ଷରୁ ୬ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ

ଦାବି ପୂରଣ ନହେଲେ ଅଗଷ୍ଟ ୧୬ରୁ ଆନ୍ଦୋଳନର ଚେତାବନୀ ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ଓଷ୍ଟା ସଙ୍ଘର ନିର୍ଦ୍ଦେଶନାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଓଷ୍ଟା ସଙ୍ଘ ପକ୍ଷରୁ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ,…
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ତମ ସ୍ଵାଧିନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ଉପଖଣ୍ଡ ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ତଥା ଭାରପ୍ରାପ୍ତ ଉପଜିଲ୍ଲାପାଳ ଦୀପ୍ତି…
Read More...