Browsing Tag

baliguda news

ଆଦିବାସୀ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଜନ ସଚେତନତା ଶୋଭାଯାତ୍ରା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଯୁବ ପ୍ରତିଭାମାନଙ୍କୁ ଲୋକ ଲୋଚନକୁ ଆଣିବା ସହିତ ସେମାନଙ୍କୁ ଏକ ସଚେତନ ଯୁବକ ଯୁବତୀ ଭାବେ ଗଢି ତୋଳିବା ନିମନ୍ତେ ରାଜ୍ୟ ସରକାର ତଥା ଉଚ୍ଚ ଶିକ୍ଷା ବିଭାଗ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଗୁଡିକରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ “ନୂଆ-ଓ
Read More...

‍‍ରାଜ୍ୟସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ କନ୍ଧମାଳର ତିନି ଜଣ ଛାତ୍ର ଛାତ୍ରୀ ପୁରସ୍କୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି ପ୍ରତିଯୋଗିତା ଭୁବନେଶ୍ୱର ୟୁନିଟ୍ - ୯ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ତିନି ଦିନ ବ୍ୟାପୀ ଅନୁଷ୍ଠିତ ହୋଇଯାଇଛି । ତତ୍ ସହିତ ୟୁନିଟ୍ ୬ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ରାଜ୍ୟସ୍ତରୀୟ କଳା ଉତ୍ସବ
Read More...

ଭିତ୍ତିଭୂମି ପରଖିଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଦୁଇ ଜଣିଆ ଟିମ୍‌

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ରହିଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭିତ୍ତିଭୂମି ସାଙ୍ଗକୁ ଉନ୍ନତ ଶିକ୍ଷା ବ୍ୟବସ୍ଥାକୁ ପରଖିବା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଦୁଇ ଜଣିଆ ଟିମ୍‌ ଭୁବନେଶ୍ୱରରୁ କନ୍ଧମାଳ ଜିଲ୍ଲା ଆସି ତିନି ଦିନ ବିଭିନ୍ନ
Read More...

ବାଲିଗୁଡ଼ା ବନାଞ୍ଚଳର ଖମନଖୋଲ ଅଞ୍ଚଳରେ ୮ ଟିକିଆ ହାତୀପଲ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଆଠ ଟିକିଆ ହାତୀପଲ । ପଡ଼ୋଶୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି । ସେପଟେ ହାତୀପଲକୁ ଟ୍ରାକ୍ କରିବା
Read More...

ଜଳିଗଲା ଚା’ ଦୋକାନ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜଳିଗଲା ଚା' ଦୋକାନ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଗଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ନିକଟସ୍ଥ ବୁଡାଗୁଡ଼ା ଯିବା ରାସ୍ତା ଛକ
Read More...

ସ୍ୱର୍ଗତ ଦୟାନିଧି ମଲିକଙ୍କ କୁଇ ଲିପିକୁ ସାର୍ବଜନିନ ଲିପି ଭାବେ ଘୋଷଣା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନିଖିଳ ଉତ୍କଳ କୁଇ ସମାଜ ୟୁନିଅନ ଘୁ.ଉଦୟଗିରି ଆନୁକୂଲ୍ୟରେ ହଦଗଡ଼ ଶାଖା ଟିକାବାଲିର ଆବାହକତ୍ଵରେ କୁଇ ସମାଜ ଟିକାବାଲି କାର୍ୟ୍ୟାଳୟ ଠାରେ କୁଇ ଭାଷା, ସାହିତ୍ୟ, ଲିପି, ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସମ୍ବନ୍ଧେ ଏକ ସଚେତନତା ସଭା
Read More...

ଏଟିଏମ୍‌ କାର୍ଡ କାର୍ଯ୍ୟକ୍ଷମ କରିବା ଆଳରେ ମୋବାଇଲ ମାଗି ଫୋନ ପେ’ରେ ନେଇଗଲେ ୧୨ ଶହ ଟଙ୍କା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ଯୁବକ ଏଟିଏମ୍‌ କାର୍ଡ କାର୍ଯ୍ୟକ୍ଷମ କରିବାକୁ ଯାଇଥିବା ବେଳେ ଠକାମୀର ଶିକାର ହୋଇଛନ୍ତି । ଠକାମୀର ଶିକାର ହୋଇଥିବା ମହେଶ୍ୱର ଦଳବେହେରାଙ୍କ ଘର
Read More...

ଆମ ଓଡିଶା ନବୀନ ଓଡିଶାର ବିକାଶଠାରୁ ବହୁ ଦୂରରେ ପରମପଙ୍ଗା ପଞ୍ଚାୟତର ତିନୋଟି ଗ୍ରାମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସଂସ୍କୃତିର ପ୍ରସାର ଓ ଆଧୁନିକ ଭିର୍ତ୍ତିଭୂମିର ଉନ୍ନତି ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଅନେକ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ । ନା
Read More...

ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ : ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ୱାରା ଭୋଟର ସଚେତନତା…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ- ୨୦୨୪ ଅବସରରେ ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ମଧୁମତୀଙ୍କ ନେତୃତ୍ୱରେ ଯୁବ
Read More...

ନିଆରା ଢଙ୍ଗରେ ଦଶହରା ପର୍ବ ପାଳନ କଲେ ପ୍ରଭାକର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିର ପ୍ରଭାକର ନାୟକ ଏକ ନିଆରା ଢଙ୍ଗରେ ଦଶହରା ପର୍ବ ପାଳନ କରିଛନ୍ତି । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗାଙ୍କୁ ମହାଆଡ଼ମ୍ବର ସହକାରେ ପାଳନ କରିଛନ୍ତି । ନିଜ ବାସଭବନରେ
Read More...