Browsing Tag

baliguda news

ବାଲିଗୁଡା ଏନଏସିରେ କାଉନସିଲ ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦର ସଭାଗୃହଠାରେ ୧୨ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ…
Read More...

ବାଲିଗୁଡାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସହକାରୀ କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ନରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ…
Read More...

ଲଗାଣ ବର୍ଷାରେ ଭୁଶୁଡ଼ିଲା ଶ୍ରେଣୀ ଗୃହ : ବିପଦ ସଂକୁଳ ଶ୍ରେଣୀ ଗୃହରେ ଭବିଷ୍ୟତ ଗଢ଼ୁଛନ୍ତି ଦେଶର ଭବିଷ୍ୟତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଲଗାଣ ବର୍ଷାରେ ଭୁଶୁଡ଼ିଲା ସ୍କୁଲ୍ ଶ୍ରେଣୀ ଗୃହ । ଏବେ ବିପଦ ସଂକୁଳ ଅବସ୍ଥାରେ ଥିବା ଅତିରିକ୍ତ ଶ୍ରେଣୀ ଗୃହରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ । ବାରମ୍ବାର ଅଭିଯୋଗ ପରେ ମଧ୍ୟ କର୍ଣ୍ଣପାତ କଲେନି ବିଭାଗୀୟ ଅଧିକାରୀ ଓ ପ୍ରଶାସନ ।…
Read More...

ହାତୀ ସଂରକ୍ଷଣ ନିମନ୍ତେ ସଚେତନତା ମୂଳକ କାର୍ଯ୍ୟକ୍ରମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ବନ୍ୟଜନ୍ତୁ ସଂରକ୍ଷଣ ନିମନ୍ତେ କାର୍ଯ୍ୟରତ ଏଭର ଗ୍ରୀନ ଫୋରମ ସଂଗଠନ ପକ୍ଷରୁ ହାତୀ ମାନଙ୍କ ସଂରକ୍ଷଣ…
Read More...

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ଗୁରୁତର, ଜଣେ ଆହତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୫୯ ନଂ.ଜାତୀୟ ରାଜପଥ ଆଦିବାସୀ ମହାବିଦ୍ୟାଳୟ ସମ୍ମୁଖରେ ରବିବାର ଘଟିଛି ବଡ଼ ଧରଣର ଦୁର୍ଘଟଣା । ଦୃତଗାମୀ ବାଇକ୍ ଧକ୍କା ଦେଲା ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକକୁ । ଦୁର୍ଘଟଣାରେ ଗୋଟିଏ ବାଇକ୍…
Read More...

ଆଶ୍ରମ ବିଦ୍ୟାଳୟରୁ ଲଜ୍ଜ୍ୟା ଖବର : ଦୁଇ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳରେ ପୁଣି ଲଜ୍ୟା । ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା । ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି । ତୁମୁଡିବନ୍ଧ ବ୍ଲକ ଅଞ୍ଚଳର…
Read More...

ଗାଈ ବେକରେ ରେଡିୟମ ବେଲ୍ଟ ବାନ୍ଧିଲେ ବିଜେପି ଯୁବ ସଂଗଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳର ୫୯ନଂ.ଜାତୀୟ ରାଜପଥ ଉପରେ ଦିନ ରାତି ତମାମ କବଜା କରି ରଖିଥିବା ଗାଈ ଗୋରୁ ମାନେ ବିଭିନ୍ନ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି କରିବା ସହ ଦୁର୍ଘଟଣାର ଶିକାର ହେଉଥିବା ବିଷୟକୁ ନଜରରେ…
Read More...

ନିଖୋଜ ଶ୍ରମିକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡ଼ି ଗ୍ରାମର ଯଶୋବନ୍ତ ନାୟକ(୫୦)ଙ୍କ ମୃତଦେହ ମଙ୍ଗଳବାର ସକାଳ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି । ସୋମବାର ସେ ନିଖୋଜ ରହିଥିବା ବେଳେ ତାଙ୍କ…
Read More...

୫୯ ନଂ.ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଫସିଛି ଟ୍ୟାଙ୍କର : ଯାତାୟାତ ଠପ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଯାତାୟାତ ଠପ ହୋଇଯାଇଛି । ଉକ୍ତ ଘାଟି ରାସ୍ତାର ଏକ ବୁଲାଣିରେ ଟ୍ୟାଙ୍କର ଫସିଯିବା କାରଣରୁ ଏଭଳି…
Read More...

ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା : ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା । ଏହି ଟୀକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ…
Read More...