Browsing Tag

baliguda news

ଗର୍ଭବତୀଙ୍କ ମୃତ୍ୟୁ ଘଟଣା : ତଦନ୍ତ ଆରମ୍ଭ କଲେ ଦାରିଙ୍ଗବାଡି ସିଡିପିଓ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ…
Read More...

କନ୍ଧମାଳ ଜିଲ୍ଲାରୁ ଆସିଲା ଏକ ଲଜ୍ଜା କର ଖବର : ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ, ଥାନାରେ ଏତଲା ଦେଲେ ପ୍ରଧାନ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ତୁମୁଡିବନ୍ଧ ବ୍ଲକ ରାଙ୍ଗାପାରୁ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପୁଣି ଜଣେ ନବାଳିକା ଛାତ୍ରୀ ଗର୍ଭବତୀ ହୋଇ ମେଡିକାଲକୁ ଆସିଛି । ଏଥିରେ ମଙ୍ଗଳ ବିଭାଗର କାର୍ଯ୍ୟକାରିତାକୁ ନେଇ…
Read More...

ଅଚାନକ ବଜ୍ରାଘାତ ନେଲା ଏଗାରଟି ଗୃହ ପାଳିତ ପ୍ରାଣୀର ଜୀବନ : ଅଳ୍ପକେ ବର୍ତ୍ତିଲେ ଛେଳି ଚରାଳି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କୁଟିକିଆ ପଞ୍ଚାୟତ ସାଉଟିକିଆ ଗ୍ରାମର କୁମ୍ଭାର ସାହି ତେନ୍ତୁଳି ଗଛ ମୂଳେ ଏଗାରଟି ଗୃହ ପାଳିତ ପ୍ରାଣୀ ଆଶ୍ରୟ ନେଉଥିବା ସମୟରେ ଶୁକ୍ରବାର ଅପରାହ୍ନରେ ଅଚାନକ ବଜ୍ରାଘାତ ହେବାରୁ ଏଗାରଟି ଗୃହ ପାଳିତ…
Read More...

ଜଙ୍ଗଲରୁ ମିଳିଲା ବିପୁଳ ପରିମାଣର ମାଓ ସାମଗ୍ରୀ : ଡିଟୋନେଟର ସହ ରିମୋଟ ଉଦ୍ଧାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଣ୍ଟି ନକ୍ସଲ ଅପରେସନ ମୁଖ୍ୟଙ୍କ ନିର୍ଦ୍ଦେଶରେ କନ୍ଧମାଳ ଏସ୍‌ପି ହରିଶ ବିଶିଙ୍କ ଦ୍ୱାରା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇ ଡିଭିଏଫର କମ୍ବିଂ ଅପରେସନ ବେଳେ ଗୁମ୍ମା ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଗୁମ୍ମା…
Read More...

ନଦୀର ଡାଇଭର୍ଶନ ଧୋଇଯିବା ଘଟଣା : ବିଡିଓଙ୍କ ପ୍ରତିଶୃତି ପରେ ବାତିଲ ହେଲା ଆନ୍ଦୋଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବା ଘଟଣାରେ ୩ ପଞ୍ଚାୟତବାସୀ ବୁଧବାର ଠାରୁ ୫୯ ନଂ ଜାତୀୟରାଜପଥର ସିମନବାଡି ପଞ୍ଚାୟତ କାରିପାଙ୍ଗା ଠାରେ…
Read More...

ତାମିଲନାଡୁରେ ଦାଦନ ଖଟୁଥିବା ଶ୍ରମିକଙ୍କ ମୃତ୍ୟୁ : ନିଜ ଗାଁକୁ ଶବ ଆସିବା ଚିନ୍ତାରେ ପରିବାର ଲୋକେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ ବାହାରକୁ ରୋଜଗାର ପାଇଁ ଯାଇ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ପ୍ରାଣ ଚାଲିଯାଇଛି । ଏଭଳି ଘଟଣା ଶୁଣିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ମୃତକ ହେଲେ…
Read More...

ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଧୁମ ମାଡ଼ : କନ୍ଧମାଳରେ କଳାହାଣ୍ଡି ପୋଲିସକୁ ମାଡ଼

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାଧା ପୋଷାକଧାରୀ ପୋଲିସକୁ ଅପହରଣକାରୀ ଭାବି ନିର୍ଦ୍ଧୁମ ମାଡ଼ ମାରିଲେ ସାଧାରଣ ଲୋକେ । ଶେଷରେ ତୂମୁଡ଼ିବନ୍ଧ ପୋଲିସକୁ ଡାକି ପୋଲିସର ଜିମା ଦେଇଥିବା ଜଣାପଡ଼ିଛି । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା…
Read More...

ଦାରିଙ୍ଗବାଡି ଗସ୍ତରେ ଆଇଏଏସ୍‌ ମୋନିକା ପ୍ରିୟଦର୍ଶିନୀ

ଷ୍ଟ୍ରବେରୀ-ହଳଦୀ-କଫି ପ୍ରକ୍ରିୟାକରଣ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ରାଜ୍ୟ ମିଶନ ଶକ୍ତି ନିର୍ଦ୍ଦେଶିକା ତଥା ଆଇଏଏସ୍‌ ମୋନିକା ପ୍ରିୟଦର୍ଶିନୀ ଦାରିଙ୍ଗବାଡ଼ି ଗସ୍ତରେ ଆସିଥିଲେ । ସେ…
Read More...

ରଥ ଉପରେ ଅଳଙ୍କାରରେ ସଜ୍ଜିତ ହେଲେ ଶ୍ରୀଜିଉ : ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ । ଏହି ଅପରୂପ ଦୃଶ୍ୟ ଦେଖିବାକୁ ରବିବାର ସନ୍ଧ୍ୟାରେ ରଥ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଆଷାଢ଼ ଶୁକ୍ଲ ଏକାଦଶୀ ତିଥିରେ ଆଜି ରଥ ଉପରେ ମହାପ୍ରଭୁ…
Read More...

ବାଲିଗୁଡା ଶ୍ରୀଜଗନ୍ନାଥ ମନ୍ଦିରରେ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ଚତୁର୍ଦ୍ଧା ମୂର୍ତ୍ତିଙ୍କ ନେତ୍ରୋତ୍ସବ ଓ ନବ ଯୌବନ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କ ଏହି…
Read More...