ସ୍ୱାଧୀନତାର ୭୬ ବର୍ଷ ପରେ ଦୁର୍ଗମ ଅଞ୍ଚଳକୁ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ ପାଇଁ ଭିର୍ତ୍ତି ପ୍ରସ୍ତର ସ୍ଥାପନ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ପାର ହୋଇ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏଭଳି ସ୍ଥିତିରେ ବିଧାୟକ!-->…
Read More...
Read More...