Browsing Tag

baliguda news

ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ଦିଆଯିବ ବୋଲି ବିଡିଓ ଶ୍ରୀ ସାହୁଙ୍କ ପ୍ରକାଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢି ଯିବାକୁ ପଡେ ଡାଙ୍ଗିସି ଗ୍ରାମକୁ । ଜଙ୍ଗଲ ଓ ପାହାଡ ଘେରା ମଧ୍ୟରେ ଥିବା କନ୍ଧମାଳ-ଗଞ୍ଜାମ ସୀମାନ୍ତର ଏହି ଗ୍ରାମରେ ସରକାରଙ୍କ ଯୋଜନା ସଠିକ…
Read More...

ରଙ୍ଗର ପର୍ବର ହୋଲି : ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଥିଲେ । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ…
Read More...

ଅଙ୍ଗନୱାଡ଼ି କେନ୍ଦ୍ରରେ ଦୀର୍ଘଦିନ ହେଲା ନଳକୂପ ଅଚଳ : ପାଣି ସମସ୍ୟା ସୁଧୁରିବ କେବେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖାଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର…
Read More...

ମହାଶିବରାତ୍ରୀ ପାଇଁ ଶୈବପୀଠରେ ଶତାଧିକ ଭକ୍ତଙ୍କ ସମାଗମ

ବିଦେଶୀ ଭକ୍ତଙ୍କ ଆରାଧନା ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପବିତ୍ର ମହାଶିବରାତ୍ରୀ ଜାଗର ଉତ୍ସବ ଅବସରରେ ଗାଁଠୁ ସହରର ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି । ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ…
Read More...

ଅଜଣା ଗାଡି ଧକ୍କାରେ ଦାଦା ମୃତ ପୁତୁରା ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ (କ) ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦାଦା ମୃତ୍ୟୁ ବରଣ କରିଥିବା ବେଳେ ପୁତୁରା…
Read More...

ମେଡ଼ିସିନ ଷ୍ଟୋରର ସଟର ତାଲା ଭାଙ୍ଗି ଚୋରୀ ଘଟଣାରେ ଦୁଇ ପେଶାଦାର ଅପରାଧୀ ଗିରଫ : ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଏକ ଚୋରୀ ଘଟଣାରେ ବାଲିଗୁଡା ପୋଲିସ ଦୁଇ ପେଶାଦାର ଅପରାଧୀଙ୍କ ସମେତ ଚୋରୀ ସାମଗ୍ରୀ ଜବତ କରିଥିବା ବିଷୟକୁ ନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ଘଟଣାରୁ…
Read More...

ସୋସିଆଲ ମିଡ଼ିଆର ଅପବ୍ୟବହାର କରି ବନ୍ଧା ହେଲେ ଯୁବକ : ଦେଢ଼ ବର୍ଷ ପରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ଅଞ୍ଚଳରେ ଏକ ମହିଳାର ଫଟୋକୁ ସୋସିଆଲ ମିଡିଆ ୱାଟ୍ସଅପ ଓ ଫେସବୁକରେ ପୋଷ୍ଟ କରି ହଇରାଣ କରୁଥିବାରୁ ଜଣେ ଯୁବକକୁ କ. ନୂଆଗାଁ ପୋଲିସ ଜେଲ ହାଜତକୁ ପଠାଇଥିବା ଜଣାପଡ଼ିଛି ।…
Read More...

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା' ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର…
Read More...

ଗୋଟିଏ ରାତିରେ ତିନୋଟି ସ୍ଥାନରୁ ସିରିଜ ଚୋରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ…
Read More...

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା, ଖାଦ୍ୟ ଓ ଭିତ୍ତିମି ସମ୍ପର୍କିତ ସମୀକ୍ଷା ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ,ପୋଷାକ…
Read More...