ମହାଶିବରାତ୍ରୀ ପାଇଁ ସଜେଇ ହେଉଛି ବିଭିନ୍ନ ଶୈବପୀଠ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଆଉ ଦିନକ ପରେ ଆସୁଛି ମହାଶିବରାତ୍ରୀ ବା ଜାଗର ଯାତ୍ରା, ଏନେଇ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠ ଗୁଡିକରେ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ଦେଖିବାକୁ ମିଳିଛି । ଚଳିତ ବର୍ଷ!-->…
Read More...
Read More...