ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା : ନଗର ପରିକ୍ରମାର ପ୍ରଥମ ଦିନରେ ବ୍ୟାପକ ପଟୁଆର ସହ ସୁନାପାଙ୍ଗା ପରିଭ୍ରମଣ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା'ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ଚଳିତ ମାସ ୨୩ ତାରିଖ ଅକ୍ଷୟ ତୃତୀୟା ଠାରୁ ଆରମ୍ଭ ହୋଇଯାଇଛି । ଏହି ଯାତ୍ରା ୨୧ ଦିନ ଧରି ଆୟୋଜନ ହୋଇ ଆସନ୍ତା ମେ' ୧୩ ତାରିଖ!-->…
Read More...
Read More...