ବିଜୁ ଜୟନ୍ତୀ ଅବସରରେ ସାଇକେଲ ଶୋଭାଯାତ୍ରା
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଜେଡ଼ି ପାଳୁଛି ୧୦୭ତମ ବିଜୁ ଜୟନ୍ତୀ । ଏହି ଅବସରରେ ରାଜ୍ୟବ୍ୟାପୀ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବିଜୁ ଯୁବ ଛାତ୍ର!-->…
Read More...
Read More...