ଦୁର୍ଘଟଣାଗ୍ରସ୍ତ କାର୍ ଉପରେ ଚଢ଼ିଗଲା ଆଉ ଏକ ଦୃତଗାମୀ ଗାଡ଼ି : ଜଣେ ମୃତ, ଅନ୍ୟ ଜଣେ ଗୁରୁତର
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ସାରଙ୍ଗଡ଼- କ. ନୂଆଗାଁ ମୁଖ୍ୟ ସଡ଼କର ଡାମେରିକିଆ ବୁଲାଣିରେ ଶୁକ୍ରବାର ରାତି ଗୋଟିଏ ସ୍ଥାନରେ ଦୁଇ ଦୁଇଟି କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ!-->…
Read More...
Read More...