Browsing Tag

baliguda news

ହାଇୱା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ : ପ୍ରଶାସନର ପ୍ରତିଶୃତି ପାଇବା ପରେ ଦୀର୍ଘ ତିନି ଘଣ୍ଟା ପରେ ହଟିଲା…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁରୁବାଲି ବୁଲାଣି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା । ମୃତ ଯୁବକ ୨ ଜଣ ବଡ଼ଗାଁ ଅଞ୍ଚଳର ରାକେଶ ମଲ୍ଲିକ(ଲିଚୁ) ଓ ଅଚ୍ୟୁତାନନ୍ଦ ନାୟକ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ, ରବିବାର ରାତି ପ୍ରାୟ
Read More...

ବଳାତ୍କାର ମାମଲାରେ ଜି.ଉଦୟଗିରି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଏନ.ଲୁକ ବଳାତ୍କାର ମାମଲାରେ ଟିକାବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ବିବରଣୀରୁ ପ୍ରକାଶ ଯେ,
Read More...

ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀ ମୃତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ା ସୁରୁବାଲି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ତେବେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡି ଫୋରାର୍‌ ହୋଇଥିବା ଜଣାପଡିଛି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨ ମୃତକ
Read More...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଇନଫର୍ମର ସନ୍ଦେହରେ ଠିକାଦାରଙ୍କୁ ମାରିଲେ ମାଓବାଦୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଗତ ଦିନରେ ପୋଲିସ ମାଓବାଦୀଙ୍କୁ ମାରିବା ଏବଂ ଦୁଇ ଜଣ ଆତ୍ମସମର୍ପିତ ମାଓବାଦୀଙ୍କୁ ବିବାହ ବନ୍ଧନରେ ବାନ୍ଧିବା ଘଟଣାକୁ ସହଜରେ ନେଇ ପାରି ନାହାନ୍ତି ମାଓବାଦୀ । ରବିବାର ସ୍ପଷ୍ଟ ଦିବା ଲୋକରେ ଜଣେ ଠିକାଦାରଙ୍କୁ ସର୍ବ ସମ୍ମୁଖରେ ସେମାନେ
Read More...

ବଡଦିନ ପାଳନ ନିମନ୍ତେ ଶାନ୍ତି କମିଟିର ବୈଠକ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରର ଆଡିଟରିୟମ ହଲରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଶିଷ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବଡଦିନ ନିମନ୍ତେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ
Read More...

୧୪ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ା ଥାନା ଅଧିନସ୍ଥ ମହାସିଙ୍ଗି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ୧୪୫ ଏକର ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ବାଡ଼କୁ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗର ମିଳିତ ଟିମ୍‌ । କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ
Read More...

ବାଲିଗୁଡ଼ାକୁ ଜିଲ୍ଲା ଘୋଷଣା ଦାବୀ ନେଇ ମିଳିତ ମଞ୍ଚ ପକ୍ଷରୁ ବୈଠକ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ାକୁ ଜିଲ୍ଲା ଘୋଷଣା ଦାବୀ ନେଇ ମିଳିତ ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ଏକ ହୋଟେଲରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଦଳମତ ନିର୍ବିଶେଷରେ ସମସ୍ତେ ଏକହୋଇ ବାଲିଗୁଡ଼ାକୁ ଜିଲ୍ଲା
Read More...

କେରଳି ଟାୟାର ଦୋକାନରେ ଅଗ୍ନିକାଣ୍ଡ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଣ୍ଡିଚାମନ୍ଦିର ନିକଟସ୍ଥ କେରଳି ଟାୟାର ଦୋକାନରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସୋମବାର ରାତିରେ ଦୋକାନ ବନ୍ଦ ଥିବା ବେଳେ କେହି ଦୁର୍ବୃତ୍ତ ବାରଣ୍ଡାରେ ଟାୟାର ରଖି ନିଆଁ ଲଗାଇ ଦେଇଥିବା ଅନୁମାନ
Read More...

ସରକାରୀ ଜମିରେ ଚାଲୁଥିଲା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କଲା ପୋଲିସ ଓ ଅବକାରୀ ବିଭାଗ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ମିଳିତ ଅପରେସନ ଗ୍ରୀନ କ୍ଲିନ୍ । ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ କ. ନୂଆଗାଁ ଥାନା ଅନ୍ତର୍ଗତ ସିନ୍ଦ୍ରିଗାଁ ଅଞ୍ଚଳରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସରକାରୀ ଜମିରେ ଚାଲୁଥିଲା ବେଆଇନ
Read More...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଏଡ଼୍‌ସ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେଡ୍ ରିବନ କ୍ଲବ ଆନୁକୂଲ୍ୟରେ ବିଶ୍ଵ ଏଡ଼୍‌ସ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା,
Read More...