ମା’ କନକ ଦୁର୍ଗା ଯୋଗାଶ୍ରମରେ ଅଷ୍ଟପ୍ରହରୀ ନାମ ଯଜ୍ଞ ଉଦ୍ଯାପିତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରେବିଙ୍ଗିଆଠାରେ ଥିବା ମା' କନକ ଦୁର୍ଗା ଯୋଗାଶ୍ରମ ଆନୁକୂଲ୍ୟରେ ଶ୍ରୀ ଶ୍ରୀ ଗୁରୁ ପୂର୍ଣ୍ଣାନନ୍ଦ ପୀଠରେ ଦୋଳ ପୂର୍ଣ୍ଣିମା ଅବସରରେ ଅଷ୍ଟପ୍ରହରୀ ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି!-->…
Read More...
Read More...