ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା : ୨ ମୃତ, ୨ ଆହତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନା ଲିଙ୍ଗାଗଡ ପଞ୍ଚାୟତ ଅନ୍ତର୍ଗତ ନିଲୁଙ୍ଗିଆ ଘାଟି ବୁଲାଣି ନିକଟରେ ଏକ ଅଭାବନୀୟ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ସ୍କୁଟି ଓ ପଲସର ମୁହାଁମୁହିଁ ଧକ୍କା!-->…
Read More...
Read More...