Browsing Tag

baliguda news

ରାଜ୍ୟ ରାଜପଥରେ ଟ୍ରକ୍‌ ଅଟକାଇ ଲୁଟ୍‌ କରିବା ମହଙ୍ଗା ପଡିଲା : ଯୁବକଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳରେ ରାଜ ରାସ୍ତାରୁ ଏକ ଟ୍ରକ୍‌କୁ ଅଟକାଇ ଲୁଟ୍‌ କରୁଥିବାବା ଜଣେ ଦୁର୍ବୃତ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା କ.ନୂଆଗାଁ ପୋଲିସ ପକ୍ଷରୁ ଜଣାପଡିଛି । ସୂଚନା…
Read More...

୮ଟି ଚୋରି ବାଇକ୍‌ ଜବତ : ଜଣେ ନାବାଳକ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା । ୮ଟି ଚୋରା ବାଇକ୍‌ ଜବତ କରିବା ସହ ଜଣେ ନାବାଳକକୁ ଗିରଫ କରିଛି ପୋଲିସ । ଜବତ ହୋଇଥିବା କେତେକ ବାଇକ୍‌ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗିର ଅଞ୍ଚଳରେ ହୋଇଥିବା ବେଳେ ଆଉ…
Read More...

ବାଲିଗୁଡାରେ ଗୁରୁ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଖ୍ୟାତ ଦାର୍ଶନିକ, ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣରନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ…
Read More...

ୟୁକୋ ବ୍ୟାଙ୍କରେ ନକଲି ସୁନା ଋଣ ଦୁର୍ନୀତି : ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍, ଉଚ୍ଚ ସ୍ତରୀୟ ତଦନ୍ତ…

ବାଲିଗୁଡା : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି । ବ୍ୟାଙ୍କରେ ସୁନା ଆପ୍ରାଇଜର୍‌ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ପ୍ରାୟ ୫୫ ଲକ୍ଷ ଟଙ୍କା ଋଣ ନେଇଥିବା…
Read More...

ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନାର ଉଦ୍‌ଘାଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା "ଦାଶ ଚକ୍ଷୁ ଚିକିତ୍ସାଳୟ" । ଜିଲ୍ଲା ଭାରପ୍ରାପ୍ତ ଚିକିତ୍ସାଧିକାରୀ ବିଜୟ କୁମାର ପଣ୍ଡା ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ରିବନ କାଟି ଚକ୍ଷୁ ଚିକିତ୍ସାଳୟର ଶୁଭ…
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ…
Read More...

ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ : ଗଞ୍ଜେଇ ସହ ମୋବାଇଲ ଓ ବାଇକ ଜବତ, ୨ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକଠାରେ ଏକ ବାଇକ ନଂ. ଓଡି-୦୩-ୱାଇ- ୪୪୬୪ ଯୋଗେ…
Read More...

ଗୋରୁକୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ମାଳତୀ ବସ୍‌ ଦୁର୍ଘଟଣାଗ୍ରସ୍ତ : ଗୋରୁ ମୃତ, ୧୦ରୁ ଅଧିକ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମାଳତୀ ବସ୍‌ ନମ୍ବର ଓଆର୍‌-୧୨-ସି- ୨୧୪୨ ଆସିକା ଠାରୁ…
Read More...

ଜଙ୍ଗଲି ଛତୁ ଖାଇ ଝାଡାବାନ୍ତିରେ ମାଁ-ପୁଅ ମୃତ : ୨ ଜଣ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁତ୍ରା ପଞ୍ଚାୟତର ସିକାଟି ଗ୍ରାମରେ ଝାଡାବାନ୍ତି ହୋଇ ମାଁ ପୁଅ ମୃତ, ୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ସିକାଟି ଗ୍ରାମର ଲୋଚନ ମଳିକଙ୍କ ବୋହୁ ସୁକୁମାରୀ ମଳିକ ଓ ୧୨ ବର୍ଷର ନାତି…
Read More...

ଜାତୀୟ କ୍ରୀଡ଼ା ଦିବସରେ ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ହକିର ଜାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ । ଏହି ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନକରୁଛି ସାରା ଦେଶ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ କ୍ରୀଡ଼ା ସଙ୍ଘ ପକ୍ଷରୁ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା…
Read More...