କେନ୍ଦ୍ରୀୟ ସୁରକ୍ଷା ବଳ ଦ୍ୱାରା ଜନହିତକର କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମାଓ ଉପଦ୍ରବ ତୁମୁଡିବନ୍ଧ ଥାନା ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳ ଏ/୧୨୭ ବାଟାଲିୟନ ତରଫରୁ ଶୁକ୍ରବାର ଦିନ ଏକ ଜନ ସହାୟତା କାର୍ଯ୍ୟକ୍ରମ ତୁମୁଡିବନ୍ଧ ବସଷ୍ଟାଣ୍ଡ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ!-->…
Read More...
Read More...