Browsing Tag

baliguda news

ବାଲିଗୁଡା ଯୋଗାଣ ବିଭାଗର ଚଢ଼ଉ : ୧୩ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ ପକ୍ଷରୁ (କ) ନୂଆଗାଁ ବ୍ଲକର ସାରଙ୍ଗଡ଼ ଓ ବଣ୍ଡଗୁଡା ଗ୍ରାମର ବିଭିନ୍ନ ଦୋକାନରେ ଅଚାନକ ଚଢ଼ଉ କରି ୧୩ଟି ଘରୋଇ ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି । ପ୍ରକାଶ ଯେ, ସାରଙ୍ଗଡ଼ର ଦିଲୁ ଦଳପତିଙ୍କ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଓ ନାନ୍ଦୋତ୍ସବ ପାଳନ ମହାସମାରୋହରେ ପାଳିତ ହୋଇଯାଇଛି । ଇତ୍ୟବସରରେ ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଖଣ୍ଡ କାର୍ଯ୍ୟବାହ ଅନନ୍ତ ଦାଶ ଓ…
Read More...

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ : ୨ ମନ୍ତ୍ରୀଙ୍କ ଉପସ୍ଥିତରେ ହଜାର ହଜାର…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜାଲେଶପଟ୍ଟା ଆଶ୍ରମରେ ବ୍ରହ୍ମଲୀନ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୬ତମ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି । ସକାଳୁ ଆଶ୍ରମ ଅନ୍ତେବାସୀମାନେ…
Read More...

ଝାଡାବାନ୍ତି ଆତଙ୍କ : ୪ ମୃତ

ବାଲିଗୁଡ଼ା : ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ଝାଡାବାନ୍ତି ଆତଙ୍କ । ଝାଡାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି । ଝିରିପାଣି ପଞ୍ଚାୟତର ବରଗାଁରେ ୨ ଜଣ ଓ ନାଲକୁଟି ଗାଁରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଝିରିପାଣି ପଞ୍ଚାୟତର ବରଗାଁ, ନାଲକୁଟି,…
Read More...

ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁ ଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ…
Read More...

୨୬୨ ଛାତ୍ରଛାତ୍ରୀଙ୍କୁ ୨ ଶିକ୍ଷକ : ପର୍ତ୍ତମାହା ସେବାଶ୍ରମ ବିଦ୍ୟାଳୟରେ ଶିକ୍ଷାଦାନ ବିପର୍ଯ୍ୟସ୍ତ ଅଭିଯୋଗ

ଅନଶନ ପାଇଁ ଗ୍ରାମବାସୀଙ୍କ ସଜବାଜ ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସଭିଏଁ ପଢିବେ, ସଭିଏଁ ବଢ଼ିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏହି ନାରା ଏବେ ସତେ ଯେମିତି ନିରବୀ ଯାଇଛି । କାହିଁକି ନା ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଲାଗି ସରକାର…
Read More...

କାଟିଙ୍ଗିଆରେ ଚୋରା ମଦ କାରବାର ବୃଦ୍ଧି ଯୋଗୁଁ ମଦମୃତ୍ୟୁ ଭୟ : କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି । ବର୍ଷ ବର୍ଷ ଧରି ଅବାଧରେ ଚୋରା ମଦ କାରବାର ଚାଳିଥିବା ବେଳେ ଅସହାୟ ଗରିବଙ୍କ ଏଥିରେ ଧନ, ଜୀବନ…
Read More...

୫୮ ଲିଟର ଦେଶୀ ମଦ ଜବତ : ୬ ଗିରଫ

ବାଲିଗୁଡ଼ା : ଅବକାରୀ ବିଭାଗର ଧରପଗଡ଼ । ୫୮ ଲିଟର ବେଆଇନ ଚୋରା ଦେଶୀ ମଦ ଜବତ । ୬ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଚିକିଟି ମଦ ମୃତ୍ୟୁ ଘଟଣା ପରେ ତତ୍ପର ହୋଇଛି ଅବକାରୀ ବିଭାଗ । କନ୍ଧମାଳ ଅବକାରୀ ଅଧୀକ୍ଷକ ଯୋଷକେତନ ବାରିହାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗର ମୋବାଇଲ୍ ଟିମ୍ ଓ…
Read More...

ଯୋଗାଣ ବିଭାଗର ଚଢାଉ : ୬ କ୍ୱିଣ୍ଟାଲ କଣ୍ଟ୍ରୋଲ ଚାଉଳ ଜବତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ…
Read More...

ବାଲିଗୁଡ଼ାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି : ପୂର୍ବ ସୂଚନା ନଥିବାରୁ ଜନ ପ୍ରତିନିଧି ମାନଙ୍କ କ୍ଷୋଭ ପ୍ରକାଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଜିଲ୍ଲା…
Read More...