ଗାଜଲବାଡ଼ି ଘାଟିରେ ଭୂସ୍ଖଳନ : ଯାତାୟତ ବାଧାପ୍ରାପ୍ତ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଲଘୁଚାପ ଜନିତ ବର୍ଷାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ନିକଟସ୍ଥ ଗାଜଲବାଡ଼ି ଘାଟିରେ ଭୁସ୍ଖଳନ ହୋଇଥିବା ଦେଖିବାକୁ ମିଳିଛି । ଗୋପାଳପୁର-ରାୟପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥ ସ୍ଥିତ!-->…
Read More...
Read More...