Browsing Tag

baliguda news

ନଦୀରେ ଭାସି ଯୁବକ ନିଖୋଜ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନଦୀରେ ଭାସିଯାଇ ଜଣେ ଯୁବକ ନିଖୋଜ ଥିବା ଜଣାପଡିଛି । ନିଖୋଜ ଯୁବକ ଜଣକ ବାଲିଗୁଡା ଥାନା ଇନ୍ଦୀରାଜ ଗ୍ରାମର ବେନ୍ଦି ମଳିକ ବୋଲି ଜଣାପଡିଛି । ସୂଚନା ଅନୁସାରେ ବାଲିଗୁଡା ଥାନା ବାନ୍ଦାପାଙ୍ଗା ନିକଟସ୍ଥ ଖଡ୍ଗ ନଦୀ ପାର ହେଉଥିବା ସମୟରେ
Read More...

ଭାଲୁ ଆକ୍ରମଣରେ ସ୍ତ୍ରୀ ମୃତ, ସ୍ୱାମୀ ଓ ଝିଅ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ବାଟାଗୁଡା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଭାଲୁ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଓ ଝିଅ ଆହତ ହୋଇଛନ୍ତି । ସକାଳୁ ସକାଳୁ ବାପା ବାଞ୍ଛା ମଲିକ, ସ୍ତ୍ରୀ ବୁଡାଳି ମଲିକ ଓ ଝିଅ
Read More...

ଲଗାଣ ବର୍ଷାରେ ଧୋଇଗଲା ସାମନବାଡ଼ି ପୋଲ ରାସ୍ତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମଗ୍ର ରାଜ୍ୟରେ ବନ୍ୟା ବିଭିଷିକା ଲାଗି ରହିଥିବା ବେଳେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସାମନବାଡ଼ି ଗ୍ରାମ ନିକଟରେ ଥିବା ସାମନବାଡ଼ି ପୋଲର ପାର୍ଶ୍ଵ
Read More...

ଜନ୍ମାଷ୍ଟମୀକୁ ନେଇ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଆଶ୍ରମରେ ପ୍ରସ୍ତୁତି ଜୋରଦାର୍ : ସୁରକ୍ଷା ବ୍ୟବସ୍ଥା କଡାକଡି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆଜି ପବିତ୍ର ଜନ୍ମାଷ୍ଟମୀ, ଏହି ତିଥିରେ ପାଳନ ହେଉଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷିକୀ । ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଜଲେଶପଟ୍ଟା ଆଶ୍ରମରେ ଚାଲିଛି ଜୋରଦାର୍
Read More...

ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି 'ଆଜାଦୀ କା ଅମୃତ ମହୋତ୍ସବ' । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ
Read More...

ଲଗାଣ ବର୍ଷାରେ ବେହାଲ୍ ବାଲିଗୁଡା ଅଞ୍ଚଳ : ୫୯ ନଂ. ଜାତୀୟ ରାଜପଥରେ ୨ଫୁଟ ଉପରେ ପାଣି ଯାଉଛି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଏଥିରୁ ବାଦ୍ ପଡ଼ିନି କନ୍ଧମାଳ ଜିଲ୍ଲା । ଲଗାଣ ବର୍ଷାରେ ଜିଲ୍ଲା ସଦର ମହକୁମା ସମେତ ଅଧିକାଂଶ ଅଞ୍ଚଳ ପ୍ରଭାବିତ ହୋଇଥିବା ଜଣାପଡ଼ିଛି । ଲଗାଣ ବର୍ଷାରେ ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ
Read More...

ବାଲିଗୁଡ଼ାରେ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦି କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା
Read More...

ଲଘୁଚାପ ଜନିତ ବର୍ଷା : ଭାସିଗଲା କାଲିପେନୁ ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ : ବିରିନ୍ଦାପଡ଼ା ଓ ଗୁଞ୍ଜିବାଡ଼ିକୁ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ ଲଘୁଚାପ ରୂପ ନେବା ଫଳରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଶନିବାରଠାରୁ ଲଗାଣ ବର୍ଷା ଲାଗିରହିଛି । ଯାହା ଫଳରେ କନ୍ଧମାଳ
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ : କାରଣ ଅସ୍ପଷ୍ଟ, ମୁହଁ ଖୋଲୁନାହାନ୍ତି ପ୍ରଧାନ ଶିକ୍ଷକ, ତଦନ୍ତ ଦାବୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ଗ୍ରାମ ପଞ୍ଚାୟତର କଟ୍ରିକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ପଞ୍ଚମ ଶ୍ରେଣୀ ଆଦିବାସୀ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ ଏବେ ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣା ପରେ
Read More...