Browsing Tag

baliguda news

କାଟିଙ୍ଗିଆରେ ଚୋରା ମଦ କାରବାର ବୃଦ୍ଧି ଯୋଗୁଁ ମଦମୃତ୍ୟୁ ଭୟ : କାର୍ଯ୍ୟନୁଷ୍ଠାନ ନେବାକୁ ମହିଳାଙ୍କ ଦାବି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି । ବର୍ଷ ବର୍ଷ ଧରି ଅବାଧରେ ଚୋରା ମଦ କାରବାର ଚାଳିଥିବା ବେଳେ ଅସହାୟ ଗରିବଙ୍କ ଏଥିରେ ଧନ, ଜୀବନ
Read More...

୫୮ ଲିଟର ଦେଶୀ ମଦ ଜବତ : ୬ ଗିରଫ

ବାଲିଗୁଡ଼ା : ଅବକାରୀ ବିଭାଗର ଧରପଗଡ଼ । ୫୮ ଲିଟର ବେଆଇନ ଚୋରା ଦେଶୀ ମଦ ଜବତ । ୬ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଚିକିଟି ମଦ ମୃତ୍ୟୁ ଘଟଣା ପରେ ତତ୍ପର ହୋଇଛି ଅବକାରୀ ବିଭାଗ । କନ୍ଧମାଳ ଅବକାରୀ ଅଧୀକ୍ଷକ ଯୋଷକେତନ ବାରିହାଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗର ମୋବାଇଲ୍ ଟିମ୍ ଓ
Read More...

ଯୋଗାଣ ବିଭାଗର ଚଢାଉ : ୬ କ୍ୱିଣ୍ଟାଲ କଣ୍ଟ୍ରୋଲ ଚାଉଳ ଜବତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ
Read More...

ବାଲିଗୁଡ଼ାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି : ପୂର୍ବ ସୂଚନା ନଥିବାରୁ ଜନ ପ୍ରତିନିଧି ମାନଙ୍କ କ୍ଷୋଭ ପ୍ରକାଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନା, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଜିଲ୍ଲା
Read More...

ବାଲିଗୁଡାରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ : ଉପଖଣ୍ଡ ସ୍ତରୀୟ ତ୍ରିରଙ୍ଗା ଶୋଭାଯାତ୍ରା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି । ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର
Read More...

ଶ୍ରାବଣୀ ଯାତ୍ରାର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ତୃତୀୟ ସୋମବାରରେ ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି । ପବିତ୍ର ଗୁରୁ ପୁର୍ଣ୍ଣିମାରୁ ଆରମ୍ଭ ହୋଇଛି ଏହି ଶ୍ରାବଣ ମାସ । ବିଶ୍ୱାସ ରହିଛି ଶ୍ରାବଣ ମାସରେ ଦେବଦେବ
Read More...

ସ୍ୱାଧୀନତାର ୭୭ ବର୍ଷ ପରେ ମଧ୍ୟ ବିକାଶ ଠୁ ବହୁ ଦୂରରେ ବାଲମାହା, ଡାମେରୀ ଗ୍ରାମ : ସନ୍ଧ୍ୟା ହେଲେ ତାଟି କବାଟ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଅନେକ ଗ୍ରାମକୁ ରାସ୍ତା ନାହିଁ । ଆଉ ଦିନ କେଇଟା ପରେ ସାରା ଦେଶ ୭୭ ତମ ସ୍ୱାଧୀନତା ଦିବସ ପାଳିବ; କିନ୍ତୁ ଏମିତି ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ନାହିଁ କି କେହି ପାଠ ପଢିନାହାନ୍ତି, ଏପରିକି
Read More...

ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା
Read More...

ମୃତ୍ତିକା ସଂରକ୍ଷଣ ବିଭାଗର ଚେକ୍‌ଡେମ୍‌ ନିର୍ମାଣରେ ଦୁର୍ନୀତିର ଗନ୍ଧ ଅଭିଯୋଗ : ୬ ମାସ ନ ଯାଉଣୁ ଧରାଶାୟୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି । ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ୧ କୋଟିରୁ ଅଧିକ
Read More...

ରାସ୍ତା ସାଜିଲା କଣ୍ଟା : ଆସିଲାନି ଆମ୍ବୁଲାନ୍ସ, ଖଟରେ ବୁହାହେଲେ ଗର୍ଭବତୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଭଣ୍ଡାରଙ୍ଗି ପଞ୍ଚାୟତର ମାସ୍କାଗୁଡ଼ା ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସ୍ୱାମୀ ଓ ତିନିଜଣ ମହିଳା ଖଟ ଦଉଡ଼ିରେ ଗର୍ଭବତୀ ମହିଳାଙ୍କୁ ବୋହି ଆଣିବା ଘଟଣା ଚର୍ଚ୍ଚାର
Read More...