Browsing Tag

baliguda news

ଆଶ୍ରମ ବିଦ୍ୟାଳୟରେ ୫ମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ : କାରଣ ଅସ୍ପଷ୍ଟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଋତୁଙ୍ଗିଆ ଗ୍ରାମ ପଞ୍ଚାୟତରେ ଘଟିଛି ଏକ ଅଭାବନୀୟ ଘଟଣା । ଗତ ଶୁକ୍ରବାର ଦିନ ସହେଲ ମଳିକ ନାମକ ପଞ୍ଚମ ଶ୍ରେଣୀ ଛାତ୍ର ସ୍କୁଲ ଛୁଟି ପରେ ହଷ୍ଟେଲ ପରିସରରେ ଥିବା ଏକ ଗଛ ଡାଳରେ ଏକ ଗାମୁଛା
Read More...

ଶହୀଦ ସପ୍ତାହ ପୂର୍ବରୁ କନ୍ଧମାଳରେ ଲାଗିଲା ମାଓ ପୋଷ୍ଟର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆସନ୍ତା ୨୮ରୁ ୪ ତାରିଖ ଯାଏଁ ଶହୀଦ ସପ୍ତାହ ପାଳନ କରିବେ ମାଓବାଦୀ । ଶହୀଦ ସପ୍ତାହ ପୂର୍ବରୁ କନ୍ଧମାଳର ବିଭିନ୍ନ ସ୍ଥାନରେ ଲାଗିଲା ମାଓ ପୋଷ୍ଟର । ରଡ଼ିଗୁମା ଉପସ୍ଵାସ୍ଥ୍ୟ କେନ୍ଦ୍ର ପାଚେରୀରେ ଦୁଇଟି, ସିନାଗୁଡ଼ା ପ୍ରାଥମିକ ବିଦ୍ୟାଳୟ ଓ
Read More...

ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ଭାସି ବୃଦ୍ଧ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ରେ ଗାଧୋଉଥିବା ବେଳେ ନଦୀରେ ଭାସିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୁଣ୍ଡିଗଡ଼ ଗାଁର ରାଇସିଂ ପାତ୍ର । ମୁଣ୍ଡିଗଡ଼ ଗାଁର ରାଇସିଂ ଶନିବାର ନଦୀ
Read More...

ସ୍ୱାଧୀନତାର ଅମୃତ ମହୋତ୍ସବରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧୀନତାର ଅମୃତ ମହୋତ୍ସବ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖମା ପଞ୍ଚାୟତ ଜାର୍ଗିଭାଟ୍ଟା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ସିଆରପିଏଫର ଜି/୧୨୭ ବାଟାଲିୟନର ମିଳିତ ଆନୁକୁଲ୍ୟରେ ଏକ ବନମହୋତ୍ସବ
Read More...

ସିଆରପିଏଫ ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ୍ ଓ ବାଲିଗୁଡା ପୋଲିସ୍ ତରଫରୁ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ 'ଅମୃତ ମହୋତ୍ସବ' କାର୍ଯ୍ୟକ୍ରମ ଅନ୍ତର୍ଗତ 'ବନ ମହୋତ୍ସବ' କାର୍ଯ୍ୟକ୍ରମ ସ୍ଥାନୀୟ ପାଟଖଣ୍ଡା ପବ୍ଲିକ୍
Read More...

୧୦୪ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରୁ ବୋଲେରୋ ସହ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହା ସହିତ ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ
Read More...

ଆରମ୍ଭ ହେଲା ମାସିକ ଶ୍ରାବଣ ଯାତ୍ରା : ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆରମ୍ଭ ହୋଇଛି ମାସିକ ଶ୍ରାବଣ ଯାତ୍ରା । ପବିତ୍ର ଗୁରୁ ପୂର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ । ବିଶ୍ୱାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ । ସେଇ ବିଶ୍ୱାସ ନେଇ ମାନସିକଧାରୀ
Read More...

ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀଙ୍କୁ ବିଭ୍ରାନ୍ତିକର ମନ୍ତବ୍ୟ ଦେବା ଅଭିଯୋଗରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସୋସିଆଲ ମିଡିଆରେ ହିନ୍ଦୁ ଦେବାଦେବୀଙ୍କୁ ଜଣେ ଅଣହିନ୍ଦୁ ଧର୍ମର ଯୁବକ ବିଭ୍ରାନ୍ତିକର ମନ୍ତବ୍ୟ ଦେଇଥିବା ନେଇ ବାଲିଗୁଡା ଓ କୋଟଗଡ ଥାନାରେ ରାଷ୍ଟ୍ରୀୟ ବଜରଙ୍ଗ ଦଳ ଓଡିଶା କନ୍ଧମାଳ ଶାଖା ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ସୂଚନା ପ୍ରକାରେ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବାଲିଗୁଡା ସଂକୁଳର ଏକ ଦିନିଆ କର୍ମଶାଳା ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବାଲିଗୁଡା ସଂକୁଳର ଏକ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଂକୁଳ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ପଣ୍ଡାଙ୍କ ସଂଯୋଜନା ଓ ସଂକୁଳ ପ୍ରମୁଖ ତୀର୍ଥବାସୀ ଘଡ଼ାଇଙ୍କ
Read More...

ମୋବାଇଲ ପ୍ରେମ ମହଙ୍ଗା ପଡିଲା : ପ୍ରେମିକାକୁ ପଥରରେ ଛେଚି ହତ୍ୟା କଲା ପ୍ରେମିକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ପୁଲିସକୁ ମିଳିଛି ଏକ ବଡ ସଫଳତା । ଗତ ୧୫ ତାରିଖ ଦିନ ଅଞ୍ଜିତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତ ପଙ୍କଜ ଦିଗାଲ(୨୯)କୁ ରାଇକିଆ ପୁଲିସ ଗିରଫ କରି କୋର୍ଟ
Read More...