Browsing Tag

baliguda news

ବିଦ୍ୟାଳୟ ପରିସର ମଧ୍ୟକୁ ସାମ୍ବାଦିକଙ୍କୁ ମନା ପ୍ରତିବାଦରେ ବାଲିଗୁଡା ପ୍ରେସ କ୍ଲବ ପକ୍ଷରୁ ରାଜ୍ୟପାଳଙ୍କୁ ଦାବୀପତ୍ର…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍କୁଲ ହତା ମଧ୍ୟକୁ ସାମ୍ବାଦିକଙ୍କୁ ମନା । ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହେବା ପରେ ସାମ୍ବାଦିକଙ୍କ ମନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ପ୍ରତି ଏହା ଅସମ୍ମାନ ଏଣୁ ଏହାକୁ ତିବ୍ର ନିନ୍ଦା
Read More...

ବରିଷ୍ଠ ପୁରୋହିତ ସୁରେନ୍ଦ୍ର ଶତପଥିଙ୍କ ପରଲୋକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ବରିଷ୍ଠ ପୁରୋହିତ ସୁରେନ୍ଦ୍ର ଶତପଥିଙ୍କ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଅନ୍ତିମ ଦିନ ପର୍ଯ୍ୟନ୍ତ ବଜାର ସମେତ ଆଖପାଖ ଅଞ୍ଚଳରେ ବିଭିନ୍ନ କର୍ମକାଣ୍ଡ, ଗୃହ
Read More...

ତିନିଦିନିଆ କନ୍ଧମାଳ ଗସ୍ତରେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜହନ ବାର୍ଲା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଗ୍ରସ୍ତରେ କେନ୍ଦ୍ର ସଂଖ୍ୟାଲଘୁ ରାଷ୍ଟ୍ରମନ୍ତ୍ରୀ ଜହନ ବାର୍ଲା ଜୁଲାଇ ୮ରୁ ୧୦ତାରିଖ ତିନିଦିନିଆ ଗସ୍ତରେ ଆସୁଛନ୍ତି । ଜିଲ୍ଲାର ସଂଖ୍ୟାଲଘୁମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ
Read More...

ଅର୍ଦ୍ଧେନ୍ଦୁ ଦାସଙ୍କ ଅନ୍ୟାୟ ଗିରଫଦାରୀକୁ ନେଇ ବାଲିଗୁଡା ସାମ୍ବାଦିକଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ : ଉପ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସତ୍ୟ ନିର୍ଭିକ ନିରପେକ୍ଷ ଖବର ପ୍ରସାରଣ କରୁଥିବା ବରିଷ୍ଠ ସାମ୍ବାଦିକ ତଥା ବଡ଼ ଖବରର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ରାଜ୍ୟ ସରକାର ଇଓଡବ୍ଲୁ ଲଗାଇ ଆକ୍ରୋଶ ମୂଳକ ଭାବେ କଣ୍ଠରୋଧ କରିବା ପାଇଁ ଗିରଫ କରାଯାଇ ଥିବାରୁ ବାଲିଗୁଡା
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ବଡ଼ ଖବର ସଂପାଦକଙ୍କୁ ଅନ୍ୟାୟ ଗିରଫ ଘଟଣାର ନିନ୍ଦା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବଡ ଖବରର ସଂପାଦକ ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଆକ୍ରୋଶମୂଳକ ଭାବେ ଗିରଫକୁ କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ତିବ୍ର ନିନ୍ଦା କରାଯାଇଛି । ରାଜ୍ୟ ସରକାର ଇଓଡବ୍ଲୁ ଜରିଆରେ ଯେଉଁ ଭଳି ଉଦେଶ୍ୟମୂଳକ ଭାବରେ
Read More...

କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା ଯାତ୍ରୀ ବିଶ୍ରାମଗାର ସଫେଇ କରାଯାଇଛି । ଅନେକ ଦିନରୁ ଏ ଗୁଡିକ ଆବର୍ଜନାମୟ ଓ ଅବ୍ୟବହୃତ ଅବସ୍ଥାରେ ଥିଲା । ଏହା ଭିତରେ ଅନେକ ଗୁଡ଼ିଏ ମଦକାଚ, ଗାଈ ଗୋବର,
Read More...

ରାସ୍ତାପାର୍ଶ୍ୱ ଗାର୍ଡରେ ପିଟିହୋଇ ଚାଲିଗଲା ଜୀବନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜାତୀୟ ରାଜପଥ ବାଲିଗୁଡ଼ା ଥାନାଠାରୁ ମାତ୍ର ୪ କି.ମି. ଦୂର ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗାର୍ଡରେ ପିଟି ହୋଇଯିବାରୁ ଜଣଙ୍କ ଜୀବନ ଯାଇଛି । ମୃତକ ଜଣକ ହେଲେ ରଜିଆ ପଣ୍ଡା । ଖବର ପାଇ ପୋଲିସ ଘଟଣାସ୍ଥଳରେ
Read More...

ବାଲିଗୁଡାର ବିଭିନ୍ନ ଅନୁଷ୍ଠାନ ତରଫରୁ ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) ଯୋଗ ହିଁ ନୀରୋଗ ରହିବାର ଏକ ମାତ୍ର ଆଧାର ଏଣୁ ଆସନ୍ତୁ ସମସ୍ତେ ଯୋଗ ପ୍ରାଣାୟାମ କରି ସୁସ୍ଥ ସମାଜ ଗଠନ କରିବା, ଯୋଗ କର ନିରୋଗ ରୁହ । ରୋଗ ମୁକ୍ତ ଜୀବନ ପାଇଁ ଯୋଗଯୁକ୍ତ ଜୀବନ ଏକାନ୍ତ ଆବଶ୍ୟକ ବୋଲି ଆଜି ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ
Read More...

ବାଲିଗୁଡାରେ ରଜ ମଉଜ ପାଳିତ : ଗାଇଲେ ରଜ ଗୀତ, ଖେଳିଲେ ଦୋଳି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସାରା ଓଡିଶାରେ ତିନି ଦିନିଆ ରଜ ପର୍ବ ଧୁମ୍‌ଧାମ୍‌ରେ ପାଳିତ ହେଉଥିବା ବେଳେ କନ୍ଧମାଳ ଜିଲ୍ଲାର ବାଲିଗୁଡା ବ୍ଲକର ଉପାନ୍ତ ଗାଁ ଗୁଡିକରେ ମଧ୍ୟ ରଜ ପର୍ବ ମାହା ଆଡମ୍ବର ପାଳିତ ହୋଇଯାଇଛି । ବିଭିନ୍ନ ଗାଁ ଗହଳିରେ ଧାମ୍‌ଧାମ୍‌ରେ ଘରେ ଓ
Read More...

ସର୍ବ ଭାରତୀୟ ଟୁରିଷ୍ଟ ଫେଷ୍ଟିବାଲ୍‌ରେ ଓଡ଼ିଶାରୁ ଯୋଗ ଦେଲେ ଦାରିଙ୍ଗବାଡ଼ି ହୋଟେଲ୍ ସଂଘ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ତିନିଦିନିଆ ସର୍ବ ଭାରତୀୟ ଟୁରିଷ୍ଟ ଫେଷ୍ଟିବାଲ ବାଙ୍ଗାଲୁରୁର କୋଲକତାର ଖୁଡିରାମ ଇଣ୍ଡର ଷ୍ଟାଡିୟମରେଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶାରୁ ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ହୋଟେଲ ଆସୋସିଏସନ୍‌ ଯୋଗ ଦେଇ ଓଡ଼ିଶା
Read More...