ଚତୁର୍ଥ ଦିନରେ ବିଜେଡିର ଚକ୍ରମଣି ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ): ପ୍ରବଳ ରୌଦ୍ରତାପ ସତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆରରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି!-->…
Read More...
Read More...