Browsing Tag

baliguda news

କଟକ ବାଲିଯାତ୍ରାରେ କନ୍ଧମାଳ ହଳଦୀର ଚାହିଦା ଅଧିକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ହଳଦୀର ଚାହିଦା ସାରା ବିଶ୍ୱରେ ରହିଛି । ଜୈବିକ ପଦ୍ଧତିରେ ଚାଷ ହୋଉଥିବା ଏହି ହଳଦୀ ବିଭିନ୍ନ ରୋଗକୁ ପ୍ରତିହତ କରୁଛି । ଫଳରେ ଏହା ଜି ଆଇ ଟ୍ୟାଗର ମାନ୍ୟତା ପାଇଥିବାରୁ ଏହାର ଚାହିଦା ଅଧିକ ରହିଥିବା କୁହାଯାଇଛି । ତେବେ ରାଜ୍ୟ
Read More...

ଜଙ୍ଗଲ ଭିତରୁ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲିଗୁଡା : କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, କୋଟଗଡ଼ ମୃତ୍ତିକା ସଂରକ୍ଷଣ ଯନ୍ତ୍ରୀ ରାମଚନ୍ଦ୍ର କାର୍ଜି ବୁଧବାର
Read More...

ବାଲିଗୁଡାରେ ପ୍ରଥମ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ଅନୁଷ୍ଠିତ ହେବ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ ଲୋକ ମହୋତ୍ସବ । ଚଳିତ ବର୍ଷ ଡିସେମ୍ବର ତା.୧୭, ୧୮ ଓ ୧୯ରିଖ ତିନିଦିନ ଧରି ହେବାକୁ ଥିବା ବିଶିଷ୍ଟ ଲୋକନୃତ୍ୟ ଗୁରୁ ଟଲ ଦଳବେହେରା ସ୍ମାରକୀ ବୀଣାକାର
Read More...

ଦାରିଙ୍ଗବାଡ଼ି ଡୁଲୁରି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ ସଂଘ
Read More...

ଦାରିଙ୍ଗବାଡିରେ ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି । ଯୁବକ ଜଣକ କୋଟଗଡ଼ ଥାନା
Read More...

କେନ୍ଦ୍ରୀୟ ସୁରକ୍ଷା ବଳ ଦ୍ୱାରା ଜନହିତକର କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମାଓ ଉପଦ୍ରବ ତୁମୁଡିବନ୍ଧ ଥାନା ସ୍ଥିତ କେନ୍ଦ୍ରୀୟ ସୁରକ୍ଷା ବଳ ଏ/୧୨୭ ବାଟାଲିୟନ ତରଫରୁ ଶୁକ୍ରବାର ଦିନ ଏକ ଜନ ସହାୟତା କାର୍ଯ୍ୟକ୍ରମ ତୁମୁଡିବନ୍ଧ ବସଷ୍ଟାଣ୍ଡ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ
Read More...

ପୁଣି ମାତିଲେ ମାଓବାଦୀ : ଠିକାଦାରଙ୍କ କ୍ୟାମ୍ପରେ ଥିବା ବିଭିନ୍ନ ଗାଡି ପୋଡ଼ିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସୋମବାର ଦିନ ବେଳା ପୁଲିସ୍ ଇନଫର୍ମର ଦର୍ଶାଇ ମାଓବାଦୀ ମାନେ ଜଣେ ଯୁବକଙ୍କୁ ଗୁଳିକରି ହତ୍ୟା କରିଥିବା ବେଳେ ରାତିରେ ପୁଣି ଏକ କ୍ୟାମ୍ପକୁ ନଷ୍ଟ କରିଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ପଞ୍ଚାୟତର ଆମ୍ବାବାଡ଼ି ଗାଁରେ
Read More...

ଶୌଚ କରିବାକୁ ଯାଇଥିବା ବେଳେ ଛୁରୀ ଦେଖାଇ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନାରେ ଜଣେ ବିବାହିତ ମହିଳାଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା ଧମକ ଦେଇଥିବା ନେଇ ପୀଡ଼ିତାଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ରାତିରେ ବାହାରକୁ ବିବାହିତା ମହିଳା
Read More...

ଚେନ୍ନାଇକୁ କାମ କରିବାକୁ ଯାଇଥିଲେ ଯୁବକ : ଗାଁକୁ ଫେରିଲା ମୃତଦେହ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଚେନ୍ନାଇକୁ କାମ କରିବାକୁ ଯାଇଥିବା ଜଣେ ଯୁବକଙ୍କ ମୃତଦେହ ରବିବାର ନିଜ ଗାଁ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତର ସାସିଗାଡ଼ାରେ ପହଞ୍ଚିଛି । ସେ ହେଲେ ଉକ୍ତ ଗାଁର ବିପିନ ମଲ୍ଲିକଙ୍କ ପୁଅ ରତନ ମଲ୍ଲିକ (୧୮) ।
Read More...

ରାଙ୍ଗାପାରୁ ଆବାସିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଘଟଣା : ମା’ ଓ ନବଜାତ ଶିଶୁର ମୃତ୍ୟୁ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନାର ରାଙ୍ଗାପାରୁ ଆବାସିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଘଟଣାରେ ମା' ଓ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଜଣାପଡିଛି । ପ୍ରକାଶ ଯେ, ଗତକାଲି
Read More...