ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନରେ ବ୍ୟବହୃତ ହେଉଥିବା ଅତ୍ୟାବଶ୍ୟକୀୟ ସାମଗ୍ରୀ କ୍ରୟ କରିବା ନିମନ୍ତେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଜ୍ୟର ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରକୁ ପରିବାର!-->…
Read More...
Read More...