ବାଲିଗୁଡାର ବନବାସୀ ବଧିର ସ୍ୱତନ୍ତ୍ର ବିଦ୍ୟାଳୟର ଦୁଇ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ବଧିର ସ୍ୱତନ୍ତ୍ର ବିଦ୍ୟାଳୟର ୨ଜଣ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସର ମଧ୍ୟରେ ଆୟୋଜନ କରାଯାଇଥିଲା । ଅଜୟ କୁମାର ବେହେରା ଓ ଭରତ ଚନ୍ଦ୍ର ସାହୁ ସହକାରୀ ଶିକ୍ଷକ!-->…
Read More...
Read More...