Browsing Tag

baliguda news

ଆଠ ଦିନ ହେବ ନିଖୋଜ ଯୁବତୀଙ୍କ ପତ୍ତା ମିଳୁନି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ନାବାଳିକା ଯୁବତୀ ଅପହରଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମହାସିଙ୍ଗି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି । ଆଠ ଦିନ ହେବ ଜଣେ ନିଖୋଜ ଯୁବତୀଙ୍କ ପତ୍ତା
Read More...

ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର : ପୋଲିସର ଦମନ ଓ ମିଥ୍ୟା ଏନ୍‌କାଉଣ୍ଟର ବିରୋଧରେ ରବିବାର ୪ଟି ଜିଲ୍ଲାକୁ ୧୨ଘଣ୍ଟିଆ…

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପୁଣି ଥରେ କନ୍ଧମାଳ ଜିଲ୍ଲାରେ ଲାଗିଛି ମାଓ ପୋଷ୍ଟର । ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ପୋଲିସର ଦମନ ଓ ମିଥ୍ୟା
Read More...

ବାଲିଗୁଡାରେ ନୂତନ ଏସ୍‌ଡିପିଓଙ୍କ ଯୋଗଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ନୂତନ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଭାବେ ୟଶ ପ୍ରତାପ ଶ୍ରୀମଲ ଶୁକ୍ରବାର ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି । ୟଶ ପ୍ରତାପ ହେଉଛନ୍ତି ୨୦୨୦ ବ୍ୟାଚର ଆଇପିଏସ୍‌ ଅଧିକାରୀ । ପ୍ରୋବେସନାରୀ ଟ୍ରେନିଂ ଯାଜପୁର ଜିଲ୍ଲାରେ
Read More...

ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ବାଲିଗୁଡା ଗସ୍ତ : ତୃଣମୂଳ ସ୍ତରରେ କଂଗ୍ରେସକୁ ମଜଭୂତ କରିବାକୁ ଆହ୍ୱାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଗୁରୁବାର ଦିନ ଦିନିକିଆ ବାଲିଗୁଡା ଗସ୍ତ କରିଥିଲେ । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଦଣ୍ଡପଦର ନିକଟରେ କଂଗ୍ରେସ ଦଳ ପକ୍ଷରୁ ଶ୍ରୀ ପଟ୍ଟନାୟକଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
Read More...

ବାଲିଗୁଡାରେ ୧୨୭ ସିଆର୍‌ପିଏଫ୍‌ ବାଟାଲିୟନ ତରଫରୁ ନବମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ‘କର ଯୋଗ, ରୁହ ନିରୋଗ’। ଯୋଗ, ଶାରିରୀକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । ପ୍ରତିଦିନ ଯୋଗ ଅଭ୍ୟାସ ଦ୍ୱାରା ଆମ ମନ ଶାନ୍ତ ରହିବା ସହ ଶରୀରକୁ ସୁସ୍ଥ ଓ ଶକ୍ତି ମିଳିଥାଏ । ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସୁନ୍ଦର ଉପଚାର । ତେଣୁ
Read More...

ବାଲିଗୁଡାରେ ରଥଯାତ୍ରା ପାଳିତ : ୧୦ ହଜାରରୁ ଅଧିକ ଭକ୍ତଙ୍କ ସମାଗମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦିନ ତମାମ ପ୍ରବଳ ଖରା ଓ ଗରମରେ ପବିତ୍ର ରଥଯାତ୍ରା ବହୁ ଆଡ଼ମ୍ବର ସହ ପାଳିତ ହୋଇଯାଇଛି । ପୂର୍ବ ନିର୍ଘଣ୍ଟ ପ୍ରକାରେ ସକାଳ ୬ଟାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି, ରୋଷ ହୋମ ଅବକାଶ ଅନୁଷ୍ଠିତ
Read More...

ବାଲିଗୁଡାରେ ୫-ଟି ସଚିବ ଭି.କେ ପାଣ୍ଡିଆନ : ମନ୍ଦିର ଓ ମେଡିକାଲ ପରିଦର୍ଶନ ସହ ବିଭିନ୍ନ ଅଭିଯୋଗ ପରଖିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କୁ ଦର୍ଶନ କରିବା ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ ।
Read More...

୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ : ଏକ ସପ୍ତାହ ମଧ୍ୟରେ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୁଇଦିନିଆ କନ୍ଧମାଳ ଜିଲ୍ଲା ଗସ୍ତରେ ୫ -ଟି ସଚିବ ଭି.କେ.ପାଣ୍ଡିଆନ ଆସିଥିବା ବେଳେ ଦିତୀୟ ଦିନରେ ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଦାରିଙ୍ଗବାଡ଼ି ହେଲିପ୍ୟାଡ଼ ପଡ଼ିଆଠାରେ ଓହ୍ଲାଇଥିଲେ । ସେଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ୱାଗତ
Read More...

ଅନ୍ଧାରର ସୁଯୋଗ ନେଇ ବିଦ୍ୟାଳୟରୁ ଚୋରି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ବ୍ଲକ କଲୋନୀ ବିଦ୍ୟାଳୟରୁ ଚୋରି ହୋଇଥିବା ନେଇ ବାଲିଗୁଡା ଥାନାରେ ଏତଲା ହୋଇଛି । ଘଟଣାରୁ ପ୍ରକାଶ ଯେ, ବୁଧବାର ଅପରାହ୍ନରେ ସାମାନ୍ୟ ବର୍ଷା ସହ ପ୍ରବଳ ପବନ ହେବା ଯୋଗୁଁ ବିଦ୍ୟୁତ ଜିଲ୍ଲା ତମାମ
Read More...

ମୋବାଇଲ ଟାୱାର ତୁରନ୍ତ ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରି ଅନୁରୋଧ କଲେ ପୂର୍ବତନ ବିଧାୟକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କେନ୍ଦ୍ର ସରକାରଙ୍କ ପକ୍ଷରୁ କନ୍ଧମାଳ ଜିଲ୍ଲା ପାଇଁ ୧୦୯୪ଟି ମୋବାଇଲ ଟାୱାର ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରିଥିବା ବେଳେ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବା ପାଇଁ କେନ୍ଦ୍ର ରେଳ ଓ ଟେଲି ଯୋଗାଯୋଗ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଟବଙ୍କୁ
Read More...