Browsing Tag

baliguda news

ସର୍ଟ ସର୍କିଟ ଯୋଗୁଁ ଜଳିଗଲା ମୋବାଇଲ ଦୋକାନ : ୫ ଲକ୍ଷରୁ ଅଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଳିଗଲା ମୋବାଇଲ ଦୋକାନ । ପାଞ୍ଚ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ମୂଲ୍ୟର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି । ସୂଚନା ପ୍ରକାଶ ଯେ
Read More...

ସାମ୍ବାଦିକମାନଙ୍କୁ ଆକ୍ରମଣ ହେବା ଘଟଣାକୁ ନିନ୍ଦା କରି ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ସ୍ମାରକ ପତ୍ର ପ୍ରଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟରେ ବିଭିନ୍ନ ସ୍ଥାନରେ ସାମ୍ବାଦିକଙ୍କ ପ୍ରତି ହେଉଥିବା ମରଣାତ୍ମକ ଆକ୍ରମଣକୁ ତିବ୍ର ଭାବରେ ନିନ୍ଦା କରିବା ସହ ବିଞ୍ଝାରପୁର ଘଟଣାରେ ସମ୍ପୃକ୍ତ ଦୋଷୀମାନଙ୍କୁ ଗିରଫ ଏବଂ ସାମ୍ବାଦିକମାନଙ୍କ ସୁରକ୍ଷା ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ
Read More...

ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ : ଚାରିଜଣ କଲେଜ ଛାତ୍ରୀ ଗୁରୁତର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୀତାପଡ଼ି ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ । ଦୁର୍ଘଟଣାରେ ସ୍କୁଟିରେ ବସିଥିବା ଚାରିଜଣ କଲେଜ ଛାତ୍ରୀ ଗୁରୁତର ‌ହୋଇଥିବା ଜଣାପଡ଼ିଛି । ସମସ୍ତ ଛାତ୍ରୀ ବାଲିଗୁଡ଼ା
Read More...

ଶାନ୍ତି ଶୃଙ୍ଖଳାରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ : ବାଲିଗୁଡ଼ା ବ୍ଲକରେ ୮୨.୨୩% ଓ କ.ନୂଆଗାଁ ବ୍ଲକରେ ୭୧.୬୬%…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳରେ ଶାନ୍ତି ଶୃଙ୍ଖଳା ସହ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ । ଜିଲ୍ଲାର ବାଲିଗୁଡା ବ୍ଲକର ୧୪ ପଞ୍ଚାୟତରେ ୧୮୩ଟି ବୁଥ୍ ଓ କ.ନୂଆଗାଁ ବ୍ଳକର ୧୪ଟି ପଞ୍ଚାୟତରେ ୧୭୭ଟି ବୁଥରେ ଶାନ୍ତି ଶୃଙ୍ଖଳା ସହ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର
Read More...

ଆଜି ହେଉଛି ପ୍ରଥମ ପର୍ଯ୍ୟାୟର ମତଦାନ : ତିନି ଜୋନରୁ ୭୮ ହଜାର ୭୪୪ ମତଦାତା ମତ ସାବ୍ୟସ୍ତ କରିବେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଓ କ. ନୂଆଗାଁ ବ୍ଲକରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନର ଆଜି ଭୋଟ ଗ୍ରହଣ ହେବ । ବାଲିଗୁଡା ବ୍ଲକରେ ୧୮୩ ବୁଥରେ ୩୮୧୩୬ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ । ବାଲିଗୁଡା ବ୍ଲକର
Read More...

ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ : ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ତାରିଖରୁ ଅନୁଷ୍ଠିତ ହେବ । ସେଥିପାଇଁ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି ।
Read More...

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର : ୨ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଲିଗୁଡ଼ା କନ୍ଧମାଳ ଜିଲ୍ଲା ତୁମୁଡ଼ି ବନ୍ଧ ବନ ବିଭାଗ ଦ୍ୱାରା ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ତୁମୁଡ଼ି ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ କରକୁଡ଼ୁପା ଅଂଚଳକୁ ଯାଇ ଛକି ରହିଥିଲେ । ୨ ଜଣ
Read More...

ବାଲିଗୁଡା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ଚେତାବନୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାଇନପଡା ଗ୍ରାମ ପଞ୍ଚାୟତର ଛଅ ୱାର୍ଡବାସୀ ତଥା ବିଧାୟକଙ୍କ ଗାଁରେ ଭୋଟ ବର୍ଜନ ପାଇଁ ଚେତାବନୀ ଦେଇଛନ୍ତି । ନୂତନ ପଞ୍ଚାୟତ ଗଠନ ଓ ମୌଳିକ ସମସ୍ୟାର ସମାଧାନ ପାଇଁ ଆଗାମୀ
Read More...

ପୁଣି ପୋଷ୍ଟର ବ୍ୟାନର ଜାରିକଲା ମାଓ ସଙ୍ଗଠନ : ବ୍ୟାନର ମାଧ୍ୟମରେ ଭୋଟ ବର୍ଜନ ପାଇଁ ଆହ୍ୱାନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓ ସଙ୍ଗଠନ କନ୍ଧମାଳ ଜିଲ୍ଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି । ଶନିବାର ପୁଣି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର
Read More...

ଭିଜିଲାନ୍ସ ଜାଲରେ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଜଙ୍ଗଲ ଡିଭିଜନ ଅନ୍ତର୍ଗତ କ.ନୂଆଗାଁ ଜଙ୍ଗଲ ବିଭାଗ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରା ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ
Read More...