କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା ଯାତ୍ରୀ ବିଶ୍ରାମଗାର ସଫେଇ କରାଯାଇଛି । ଅନେକ ଦିନରୁ ଏ ଗୁଡିକ ଆବର୍ଜନାମୟ ଓ ଅବ୍ୟବହୃତ ଅବସ୍ଥାରେ ଥିଲା । ଏହା ଭିତରେ ଅନେକ ଗୁଡ଼ିଏ ମଦକାଚ, ଗାଈ ଗୋବର,!-->…
Read More...
Read More...