Browsing Tag

baliguda news

ମଧ୍ୟାହ୍ନ ଭୋଜନରେ ପୋକରା ଚାଉଳ ପରେ ଏବେ ପ୍ଲାଷ୍ଟିକ ଚାଉଳ ଦିଆଯାଉଥିବା ଅଭିଯୋଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପୋକରା ଚାଉଳ ପରେ ଏବେ ପୁଣି ପ୍ଲାଷ୍ଟିକ ଚାଉଳ । ତାହା ପୁଣି ମଧ୍ୟାହ୍ନ ଭୋଜନରେ । ଏ ହେଉଛି ମଧ୍ୟାହ୍ନ ଭୋଜନ ପାଇଁ ପିଲାଙ୍କୁ ଦିଆଯାଉଥିବା ଚାଉଳ । ଯେଉଁଥିରେ ପ୍ଲାଷ୍ଟିକ ଚାଉଳ ଥିବା ଅଭିଯୋଗ ହୋଇଛି । ଏଭଳି ଅପମିଶ୍ରିତ ଚାଉଳ ଖାଇଲେ କ'ଣ
Read More...

ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକଙ୍କ ମଧୁ ଚନ୍ଦ୍ରିକାରେ ଚାଲିଛି ସରକାରୀ ବିଦ୍ୟାଳୟ : ବିଭାଗୀୟ ତଦନ୍ତ ଦାବୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଆମ ରାଜ୍ୟରେ ଥିବା ଅନୁସୂଚିତ ଜାତି ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ବିକାଶ ତଥା ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି । କିନ୍ତୁ ଏବେ କନ୍ଧମାଳ ଜିଲ୍ଲା ବାଲିଗୁଡା
Read More...

ପୁଣି ସ୍ଥିତି ଜାହିର କଲା ମାଓ ସଙ୍ଗଠନ : ବାଲିଗୁଡ଼ା ଓ ତୁମୁଡ଼ିବନ୍ଧ ଥାନା ଅଞ୍ଚଳରେ ବ୍ୟାନର ପୋଷ୍ଟର ଜାରି

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କିଛି ଦିନର ନୀରବତା ପରେ କନ୍ଧମାଳରେ ମାଓ ସଙ୍ଗଠନ ପୁଣି ନିଜର ସ୍ଥିତି ଜାହିର କରିଥିବା ଜଣାପଡ଼ିଛି । ଜିଲ୍ଲାର ବାଲିଗୁଡ଼ା ଥାନା ଲଣ୍ଡାଗାଁ, ଖମଣଖୋଲ ଓ ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ଅଞ୍ଚଳରେ ମାଓ ସଙ୍ଗଠନ ପକ୍ଷରୁ ପୋଷ୍ଟର ବ୍ୟାନର
Read More...

ମୋବାଇଲ ଫୋନର କରାମତି : ପାଞ୍ଚ ଜଣିଆ ଡକାୟତ ଗ୍ୟାଙ୍ଗକୁ ବାନ୍ଧିଲା ଟିକାବାଲି ପୁଲିସ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପୁଲିସକୁ ମିଳିଛି ଏକ ବଡ଼ ସଫଳତା । ୫ ଜଣ ଡକାୟତକୁ ଗିରଫ କରିବାରେ ସକ୍ଷମ ହୋଇଛି । ଏନେଇ ରବିବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏହି ଡକାୟତ ଗ୍ୟାଙ୍ଗକୁ ସେମାନେ
Read More...

୫ ଜଣ ଅନାଥ ଶିଶୁଙ୍କୁ ଥଇଥାନ କଲା ଜିଲ୍ଲା ପ୍ରଶାସନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ହାତୀମୁଣ୍ଡା (ଗୁଡ୍ରିଗୁଡା) ଗ୍ରାମର ୫ ଅନାଥ ପିଲାଙ୍କୁ ଜିଲ୍ଲା ପ୍ରଶାସନ ଥଇଥାନ ବ୍ୟବସ୍ଥା କରିଛି ।ଏହି ୫ ଅନାଥ ଶିଶୁଙ୍କୁ ସଙ୍ଗେ ସଙ୍ଗେ ଜିଲ୍ଲା ଶିଶୁ ସୁରକ୍ଷା
Read More...

ବାଲିଗୁଡ଼ା ବ୍ଲକ୍ ଜନ ପ୍ରତିନିଧିଙ୍କୁ ବିଡିଓଙ୍କ ଅଣଦେଖା ଅଭିଯୋଗ : ବିଧାୟକଙ୍କ ନେତୃତ୍ୱରେ ବିଡିଓଙ୍କୁ ମିଳିମିଶି…

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍‌ କାର୍ଯ୍ୟାଳୟରେ ବିଡିଓ ଅଧ୍ୟକ୍ଷାଙ୍କୁ ଅଣଦେଖା କରୁଥିବା ଅଭିଯୋଗରେ ବିଡ଼ିଓଙ୍କୁ ଘେରିଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ, ବ୍ଲକ୍ ଅଧ୍ୟକ୍ଷା ମିଶାବତୀ
Read More...

ଟୋପାଏ ପାଣି ପାଇଁ କଲବଲ ହେଉଛନ୍ତି ଅରାକାମ୍ବା ଗ୍ରାମର ୭୦ରୁ ଅଧିକ ପରିବାର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟବାସୀ ଏବେ ଛଟପଟ । ଘରେ ହେଉ ବା ବାହାରେ ସବୁଠି ଗରମରୁ ଟିକେ ରକ୍ଷା ପାଇବା ପାଇଁ କଲବଲ ହେଉଛନ୍ତି । ସେପଟେ ଗାଁ ଠୁ ସହର ସବୁଠି ଦେଖାଗଲାଣି ଜଳକଷ୍ଟ । ଜଳାଶୟ ଗୁଡିକରୁ ପାଣି ଶୁଖିଗଲାଣି । ସେପଟେ ଟୋପେ
Read More...

ଅରବିନ୍ଦଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ସଚେତନ ରଥଯାତ୍ରା ଏବଂ ଜିଲ୍ଲାସ୍ତରୀୟ ମହିଳା ପାଠ୍ୟଚକ୍ର ଆଲୋଚନା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପରମ ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ସାରା ଭାରତରେ ୧୫/୦୮/୨୧ରୁ ଆରମ୍ଭ ହୋଇ ୧୫/୦୮/୨୨ ଦୀର୍ଘ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବା ପାଇଁ ସ୍ଥିର କରାଯାଇଛି । ଏହି ଅବସରରେ ବାଲିଗୁଡାରେ ପ୍ରଭୁ ଶ୍ରୀ ଅରବିନ୍ଦଙ୍କ
Read More...

ଓଡିଶା ଜୀବିକା ମିଶନ ପକ୍ଷରୁ ସାଧାରଣ ବୈଠକ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତରେ ଓଡିଶା ଜୀବିକା ମିଶନ ଆନୁକୂଲ୍ୟରେ ବାରଖମା ପଞ୍ଚାୟତ ସ୍ତରୀୟ ମହାସଂଘର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବାଲିଗୁଡା ବ୍ଲକରୁ ବିପିଏମ୍‌ ସରୋଜିନୀ ପ୍ରଧାନ,
Read More...

ବିଦ୍ୟାଳୟ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା : ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ସ୍ଥାନୀୟ ବାସିନ୍ଦା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଦ୍ୟାଳୟ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା । ନ୍ୟାୟ ଦାବୀରେ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଶତାଧିକ ସ୍ଥାନୀୟ ବାସିନ୍ଦା । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିଠାରେ ଥିବା ବହୁ ପୁରାତନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ
Read More...