Browsing Tag

baliguda news

କରଡ଼ା ଘାଟିରେ ଡକାୟତି ମାମଲା : ୫ ଜଣ ଅଭିଯୁକ୍ତଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଏକ ଡକାୟତି ମାମଲାର ବିଚାର କରି ମଙ୍ଗଳବାର ଦିନ ବାଲିଗୁଡା କୋର୍ଟର ସହକାରୀ ଦୌରାଜଜ ଶ୍ରୀମତୀ ଚିନ୍ମୟୀ ଜେନା ଦୋଷୀମାନଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ ଶୁଣାଣୀ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ୨୦୧୯ ମସିହା ଫେବୃଆରୀ
Read More...

ବାଲିଗୁଡ଼ାରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦୀର୍ଘ ୨ ବର୍ଷ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା. ବୃନ୍ଦା, ଡିଏସ୍‌ପି ଭିନୀତ ଅଗ୍ରୱାଲ୍‌, ଏସ୍‌ଡିପିଓ
Read More...

ବଣ୍ଡା ପିପିଲି ଅଙ୍ଗନବାଡ଼ି କାନ୍ଥରେ ଲାଗିଛି ନକ୍ସଲ ପୋଷ୍ଟର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ବଣ୍ଡାପିପିଲି ଅଙ୍ଗନବାଡ଼ି କାନ୍ଥରେ ନକ୍ସଲଙ୍କ ଧମକପୂର୍ଣ୍ଣ ପୋଷ୍ଟର ଲାଗିଛି । ସେଥିରେ ସ୍ଥାନୀୟ ଅଞ୍ଚଳର କିଛି ଯୁବକ ପୁଲିସ ଇନ୍‌ଫର୍ମର ଭାବେ କାମ କରୁଥିବା ଲେଖାଯାଇଛି ।
Read More...

ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦ୍‌ଘାଟିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ନେତାଜୀ ସୁବାଷ ବୋଷ କନିଷ୍ଠ ମହାବିଦ୍ୟାଳୟରେ ରବିବାର ଦିନ ଜିଲ୍ଲା ସ୍ତରୀୟ ଇତିହାସ କଂଗ୍ରେସ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଏନ୍‌ଏସ୍‌ବି କନିଷ୍ଠ
Read More...

ଟ୍ରାକ୍ଟର ସହିତ କଞ୍ଚା ଶାଳଗଣ୍ଡି ଜବତ : ୨ ଗିରଫ, ଡ୍ରାଇଭର ଫେରାର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବନାଞ୍ଚଳ ଅନ୍ତର୍ଗତ ଦାରିଙ୍ଗବାଡ଼ି ସେକ୍ସନ ଉହାମାହା ଜଙ୍ଗଲରୁ ଦାରିଙ୍ଗବାଡ଼ି ବନ ବିଭାଗ ଏକ ଟ୍ରାକ୍ଟର ସହିତ ୭୫ଖଣ୍ଡ ଶାଳକାଠ ଗଣ୍ଡି ବୋଝେଇ ହୋଇଥିବା ଟ୍ରାକ୍ଟରକୁ ଜବତ କରିବା ସହିତ ୨
Read More...

ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ପୂର୍ବତନ ବିଜେପି ବିଧାୟକ ସୁରେନ୍ଦ୍ର କହଁରଙ୍କ ପରଲୋକ ହୋଇଯାଇଛି । ତାଙ୍କର ଦେହାନ୍ତ ବେଳକୁ ୮୪ ବର୍ଷ ହୋଇଥିଲା । ନିଜ ବାସ ଭବନ ସଲାଗୁଡାଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ସେ ଶିକ୍ଷକତାରୁ ଅବସର
Read More...

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ : ୧୫ରୁ ଅଧିକ ଯାତ୍ରୀ ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଋତୁଙ୍ଗିଆ ପଞ୍ଚାୟତ ନିକଟସ୍ଥ ଗଣ୍ଡମୁଣ୍ଡା ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ବସ୍‌ଟି ଖସି ପଡ଼ିଥିବା ସୂଚନା ମିଳିଛି । ପ୍ରକାଶ ଯେ, ବାଲିଗୁଡାରୁ ବୁଡାଗୁଡା ଯାଉଥିବା ଘରୋଇ
Read More...

ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକଙ୍କ ଘରେ ସଟ୍‌ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି । ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘରେ ତାଲା
Read More...

ବେଆଇନ ମହୁଲ ଚୋରା ଚାଲାଣ ବେଳେ ଧରାପଡ଼ିଲା : ଗାଡି ଜବତ, ଡ୍ରାଇଭର ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅବକାରୀ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ବୁଡାଗୁଡାରୁ ବାଲିଗୁଡ଼ାକୁ ଆସୁଥିବା ଏକ ମହୁଲ ବୋଝେଇ ଟାଟା ୪୦୭ ଗାଡି ନଂ. ଓଆର-୧୨-୨୫୮୬କୁ ବାଦକେତା ଠାରେ ଅଟକାଇ ତନଖି କରିବା ସମୟରେ
Read More...

ବିଦ୍ୟୁତ ଟ୍ରାନ୍ସଫର୍ମର ପାଖରେ ମଦ୍ୟପ ଯୁବକ ଶୋଇପଡିଲେ, ଉଦ୍ଧାର କଲେ ଗ୍ରାମବାସୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସବଡିଭିଜନ ଦାରିଙ୍ଗବାଡ଼ି ସେକ୍ସନ ସିମନବାଡ଼ି ଫିଡର ବୁଡ଼ାଗୁଡା ଗ୍ରାମରେ ଲାଗିଥିବା ୧୦୦ କେଭି ବିଦ୍ୟୁତ ଟ୍ରାନ୍ସଫର୍ମର ତଳେ ସୋମବାର ସନ୍ଧ୍ୟା ସମୟରେ ଜଣେ ଯୁବକ ମଦ୍ୟପାନ କରି ଶୋଇଥିବା ଦେଖିବାକୁ ମିଳିଥିଲା ।
Read More...