Browsing Tag

baliguda news

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ତମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା,
Read More...

ନିଖୋଜ ହେବାର ୨୪ ଘଣ୍ଟା ଭିତରେ ୩ ବର୍ଷର ନିଖୋଜ ଶିଶୁକୁ ଉଦ୍ଧାର କଲା ପୋଲିସ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଜରିଘାଟିର ମାଣ୍ଡିଆ ପଦର ଗ୍ରାମରୁ ବୁଧବାର ଦିନ ଏକ ୩ ବର୍ଷର ଶିଶୁ ନିଖୋଜ ହୋଇଯାଇଥିଲେ । ଏହି ଖବର ଗ୍ରାମରେ ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଥିଲା
Read More...

ଆଦିବାସୀ ମହାବିଦ୍ୟାଳୟର ୪୦ତମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୪୦ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ
Read More...

ମିଡିଆକିଆରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ମିଡିଆକିଆ କ୍ଲଷ୍ଟର ସିଆରସିସି ଫିଲିପ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ
Read More...

ମଣ୍ଡଳ ସ୍ତରୀୟ ବିଶାଳ ହିନ୍ଦୁ ସମ୍ମିଳନୀ : ସନାତନ ଧର୍ମୀୟ, ସଂସ୍କୃତିର ସୁରକ୍ଷା ଲାଗି ଆହ୍ୱାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ରାମେଶ୍ୱର ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ (ଆର୍‌ଏସ୍ଏସ୍) ପକ୍ଷରୁ ମଣ୍ଡଳ ସ୍ତରୀୟ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସାମୁହିକ ହନୁମାନ ଚାଳିଶା ପାଠ ସହ ଗାୟତ୍ରୀ
Read More...

ଓଡ଼ିଶା ରାଜ୍ୟ ଦଲିଲ ଲେଖକ ଓ ମୋହରିର ସଂଘ ତରଫରୁ ଭିନ୍ନକ୍ଷମ ଶିଶୁଙ୍କୁ ଶୀତ ବସ୍ତ୍ର ବଣ୍ଟନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ଦ୍ଵାରା ପରିଚାଳିତ ରେଡ୍‌କ୍ରସ ଦୃଷ୍ଟିହୀନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ବନବିହାର ନିମନ୍ତେ ଭଞ୍ଜନଗର ସ୍ଥିତ ଫରେଷ୍ଟ ପାର୍କ
Read More...

୭୭ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ଗୌରବାନ୍ୱିତ ବିଜୟ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ
Read More...

ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ପାଳନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୂନ ପରିବେଷଣ
Read More...

ବରିଷ୍ଠ ନାଗରିକ ସଂଘର ମିତ୍ର ସଙ୍ଗମ ଆସର କାର୍ଯ୍ୟକ୍ରମ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ଶକ୍ତି ପୀଠରେ ବରିଷ୍ଠ ନାଗରିକ ସଂଘ ତରଫରୁ ଏକ ମିତ୍ର ସଙ୍ଗମ ଆସର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଆଇଟିଡିଏର ପ୍ରକଳ୍ପ ଅଧିକାରୀ କୃପାସିନ୍ଧୁ ବେହେରା,
Read More...