Browsing Tag

baliguda news

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଷୁଡ଼ିଲା : ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଗୁଗୁରୁମାହା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିମିଣ୍ଡାମାହାରେ ଲଗାଣ ବର୍ଷା ଯୋଗୁଁ ପ୍ରାଥମିକ ବିଦ୍ୟାଳୟର ବାରଣ୍ଡାର ଛାତ ଭୁଷୁଡ଼ି ପଡ଼ିଛି । ଫଳରେ ବିଦ୍ୟାଳୟରେ ପାଠପଢ଼ା ଅସୁବିଧା…
Read More...

ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିଶାମୁକ୍ତ ଓଡିଶା ଅଭିଯାନ” ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନିକଟସ୍ଥ ବୁଡ଼ାଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କନ୍ଧମାଳ ପୋଲିସ ପ୍ରଶାସନ ତରଫରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ଥିତ ଥାନାରୁ ଅତିରିକ୍ତ…
Read More...

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମ୍ପର୍କ-ସହଯୋଗ ଓ ସହଭାଗୀତାକୁ ଆଧାର କରି ଭାରତୀୟ ହକିର ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମତିଥି ତଥା ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ସ୍ଥାନୀୟ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗିତା ସ୍ଥାନୀୟ ବିଜୁ…
Read More...

ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୂ: ନିଖୋଜ ଛଅ ଜଣ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ପଞ୍ଚାୟତ ଦୁର୍ଗମ ଅଞ୍ଚଳ ଡାକାଗାଁର ଖଡ଼ଗନଦୀରେ ଡ଼ଙ୍ଗା ବୁଡି ଯିବାରୁ ଶଶୁର ଓ ବୋହୂ ନିଖୋଜ ହୋଇଥିବା ବେଳେ ୬ ଜଣ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାପଘର ଡାକା…
Read More...

“ବିକଶିତ କନ୍ଧମାଳ- ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରୁ ଦାଦନ ସମସ୍ୟା ଦୂର କରି ସ୍ଥାନୀୟ ଅଞ୍ଚଳରେ ସ୍ଥାୟୀ ରୋଜଗାର ସୃଷ୍ଟି କରିବା ଲକ୍ଷ୍ୟରେ ‘ବିକଶିତ କନ୍ଧମାଳ–ଦାଦନମୁକ୍ତ କନ୍ଧମାଳ’ ଅଭିଯାନ ଅଧୀନରେ କୋଟଗଡ଼ ବ୍ଲକସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ସୋସିଆଲ ୱର୍କର୍ସ…
Read More...

ଯୁବ ରେଡକ୍ରସ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଅନ୍ଧବିଶ୍ୱାସ, କୁ-ସଂସ୍କାର ଦୂରିକରଣକୁ ନେଇ ସଚେତନତା ଶିବିର

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରତୀୟ ରେଡ଼କ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍ ତରଫରୁ ଅନ୍ଧ ବିଶ୍ୱାସ, କୁ-ସଂସ୍କାର ଦୂରୀକରଣ ପାଇଁ ଜିଲ୍ଲାସ୍ତରୀୟ ଏକ ଦିବସୀୟ ସଚେତନତା ଶିବିର…
Read More...

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ବାର୍ଷିକୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଗାନ୍ଧୀ ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ସଭାଗୃହ ପର୍ଯ୍ୟନ୍ତ ଆସିଥିଲା…
Read More...

ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦିଗିପଡି ଗାଁରେ ରାସ୍ତାକୁ ଲାଗି ଏକ କେନାଲ ରହିଛି । ପ୍ରତିବର୍ଷ ବର୍ଷା ଦିନରେ ଏହି କେନାଲରେ ପ୍ରବଳ ମାତ୍ରାରେ ପାଣି ଯିବା ଦ୍ୱାରା ମାଟି ଅତଡ଼ା ଖସି ଖସି ରାସ୍ତା ଧୋଇ…
Read More...

ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ବିଶେଷ କରି କାଉଡ଼ିଆମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ…
Read More...

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ପରିସରରେ ନୂତନ ଭବିଷ୍ୟତ ନିର୍ମାଣର ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ…
Read More...