Browsing Tag

baliguda news

ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୧ ଆୟୋଜିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀ କବଳରୁ କିଛି ମାତ୍ରାରେ ଆଶ୍ୱସ୍ତ ମିଳିଥିବାରୁ ସରକାରଙ୍କ ନିର୍ଦ୍ଦେଶ
Read More...

ଶିଶୁ ଦିବସରେ ଚାଇଲଡ଼ ଲାଇନ୍ ସେ ଦୋସ୍ତି ସପ୍ତାହର ଶୁଭାରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଚାଇଲଡ଼ ଲାଇନ୍ ତରଫରୁ ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ସଭାଗୃହଠାରେ 'ଚାଇଲଡ଼ ଲାଇନ୍ ସେ ଦୋସ୍ତି' ସପ୍ତାହ ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଶିଶୁଯତ୍ନ ଅନୁଷ୍ଠାନର ଶିଶୁମାନଙ୍କୁ ନେଇ ଏକକ ଅଭିନୟ ପ୍ରତିଯୋଗିତା
Read More...

ବାଲିଗୁଡାରେ ତାଲୁକା ଆଇନ ସେବା ପକ୍ଷରୁ ଶ୍ରମିକ କାର୍ଡ ରେଜିଷ୍ଟ୍ରେସନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଜିଲ୍ଲା ଆଇନସେବା ପ୍ରାଧିକରଣର ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆଜି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବାଳିକା ଉଚ୍ଚ ବିଦ୍ୟାଳୟ(ନୂତନ) ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ଓ ସଇଁନ୍ତଲା ତାଳୁକ ସ୍ତରୀୟ ଆଇନସେବା ପ୍ରାଧିକରଣ ତଥା
Read More...

ବାଲିଗୁଡାରେ ଗଡ଼ିଲା ଭୋଟର ସଚେତନତା ରଥ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଗଡିଲା ଭୋଟର ସଚେତନତା ରଥ । ସବୁଜ ପତକା ଦେଖାଇ ରଥର ଶୁଭାରମ୍ଭ କରିଛନ୍ତି ବାଲିଗୁଡ଼ା ଉପଜିଲ୍ଲାପାଳ ଡ.ଶୁଭଙ୍କର ମହାପାତ୍ର । ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲୁ ରହିବା ସହ
Read More...

ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍ : ତୁରନ୍ତ ବିଲ୍ କରିବା ପାଇଁ ସରପଞ୍ଚଙ୍କ ନିବେଦନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମିଥ୍ୟା ଖବରକୁ ନେଇ ଅଟକିଛି ବିଲ୍ । ଶ୍ରମିକ ଓ ଠିକାଦାର ହନ୍ତସନ୍ତ । ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ବାଟାଗୁଡା ପଞ୍ଚାୟତରୁ । ସୂଚନା ପ୍ରକାରେ ବାଟାଗୁଡା ଗ୍ରାମ ପଞ୍ଚାୟତର ଜକିକିଆ ପ୍ରାଥମିକ ବିଦ୍ୟାଳୟର
Read More...

ଆଦିବାସୀ ମହାବିଦ୍ୟାଳୟରେ ତ୍ରି ଦିବସୀୟ ସଙ୍କୁଳସ୍ତରୀୟ ସେବା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ତ୍ରି ଦିବସୀୟ ସଙ୍କୁଳସ୍ତରୀୟ ସେବା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ପୂଜାରୀ,
Read More...

ହାତୀପଲଙ୍କ ଉପଦ୍ରବ : ଉଜାଡ଼ି ଦେଲେ ଏକର ଏକର ଧାନ ଫସଲ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଳକ କରଡ଼ା ପଞ୍ଚାୟତର ସୋନାପୋଲି ଗ୍ରାମରେ ହାତୀପଲଙ୍କ ଉପଦ୍ରବ । ଏକର ଏକର ଧାନ ଫସଲ ଉଜାଡି ଦେଲେ ହାତୀପଲ । ପ୍ରକାଶ ଯେ, ସୋନାପୋଲି ଗାଁରେ ପ୍ରାୟ ୭ରୁ ୮ଟି ହାତୀ ପଶି ୧୦ରୁ ୧୨
Read More...

କନ୍ଧମାଳ ଗସ୍ତରେ ଅନୁସୂଚିତ ଜନଜାତି ବିଜେପି ମୋର୍ଚ୍ଚା ସଭାପତି ଓ ସଦସ୍ୟ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅନୁସୂଚିତ ଜନଜାତି ରାଜ୍ୟ ମୋର୍ଚ୍ଚା ସଭାପତି (ବିଜେପି) ବିଭୁ ତରାଇ, ଉପସଭାପତି ରାମବିଶି ଦିଗାଲ ଏବଂ ସାଧାରଣ ସମ୍ପାଦକ ରାଘବ ମଲ୍ଲିକ କନ୍ଧମାଳ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ବାଲିଗୁଡାରେ ରହି କନ୍ଧମାଳ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ
Read More...

କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ଭାବେ ରବିଚନ୍ଦ୍ର ପାତ୍ର ମନୋନୀତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ରୂପେ ରବିଚନ୍ଦ୍ର ପାତ୍ର ମନୋନୀତ ହୋଇଥିବା ବିଷୟ ଜିଲ୍ଲା ସଭାପତି ଅନାମ ନାୟକ ଘୋଷଣା କରିଛନ୍ତି । ଶ୍ରୀ ପାତ୍ର କଂଗ୍ରେସର ଜଣେ ବରିଷ୍ଠ କର୍ମୀ, ସମାଜ ସେବୀ, ବାଲିଗୁଡ଼ାର ପୂର୍ବତନ ସରପଞ୍ଚ,
Read More...

ଟାଟା ମ୍ୟାଜିକ୍‌କୁ ଧକ୍କା ଦେଇ ବାଇକ ଆରୋହୀ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ସୁନାପାଙ୍ଗାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ସୁନାପାଙ୍ଗାରେ ଛିଡା ହୋଇଥିବା ଟାଟା ମ୍ୟାଜିକ୍‌ର ପଛପଟୁ ଏକ ବାଇକ ଆରୋହୀ ଆସି ଟାଟା ମ୍ୟାଜିକକୁ ଧକ୍କା ଦେଇଥିଲା ଫଳରେ ଭାରସାମ୍ୟ
Read More...