Browsing Tag

baliguda news

ନାବାଳିକା ଝିଅମାନଙ୍କୁ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡ଼ିଲେ : ଦୁଇ ଚାଲାଣକାରୀ ଅଟକ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ହଦ ଗାଁର ୬ଜଣ ନାବାଳିକାକୁ ଚାଲାଣ ବେଳେ କୁର୍ତ୍ତମଗଡ଼ ଗ୍ରାମବାସୀଙ୍କ ଦ୍ୱାରା ଧରାପଡ଼ି ଅଟକ ଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ୫ହଜାର ଟଙ୍କା ପ୍ରଲୋଭନ ଅର୍ଥ ଦେଖାଇ
Read More...

ବନବାସୀ ସୁରକ୍ଷା ସଂଗଠନ ପକ୍ଷରୁ ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ବୈଠକ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ରାଜୀବଗାନ୍ଧୀ ସେବା କେନ୍ଦ୍ରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବନବାସୀ ସୁରକ୍ଷା ସଂଗଠନ ପକ୍ଷରୁ ପ୍ରଶାନ୍ତ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ
Read More...

କନ୍ଧମାଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ଶାଖାର କର୍ମକର୍ତ୍ତା ଘୋଷଣା : ଶିବ ତ୍ରିପାଠୀ ଜାତୀୟ ପରିଷଦ ସଦସ୍ୟ ମନୋନୀତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଉତ୍କଳ ସାମ୍ବାଦିକ ସଂଘ ଶାଖାର ନୂତନ କର୍ମକର୍ତ୍ତା ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ସ୍‌ସ୍ୱୀକୃତି ପରେ ବାଲିଗୁଡା ସ୍ଥିତ ପିଡବ୍ଲୁଡି ଡାକ ବଙ୍ଗଳା ପରିସରରେ ହୋଇଥିବା ବୈଠକରେ ଘୋଷଣା ହୋଇଯାଇଛି । ଜିଲ୍ଲା ସଭାପତି
Read More...

ପଞ୍ଚାୟତ ସ୍ତରୀୟ ମହିଳା ମହାସଂଘର କାର୍ଯ୍ୟାଳୟ ଉଦ୍‌ଘାଟନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ବାରଖମା ଠାରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ପାଣ୍ଠିରୁ ନିର୍ମିତ ହୋଇଥିବା ମହିଳା ମହାସଂଘର କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ଏଥିରେ ଜିଲ୍ଲା ପରିଷଦ ସଦସ୍ୟା ସୁଜାତା ଦିଗାଲ ମୁଖ୍ୟ ଅତିଥି ଭାବେ ଯୋଗ
Read More...

ବାଲିଗୁଡାରେ ସୂଚନା ଅଧିକାର କର୍ମୀ ତାଲିମ ଶିବିର ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡିଶା ସୂଚନା ଅଧିକାର ଅଭିଯାନ, ଭୂବନେଶ୍ୱର ଆନୁକୂଲ୍ୟରେ କନ୍ଧମାଳ ଜିଲ୍ଲା ଚାପ୍ଟର ଦ୍ୱାରା ବନବାସୀ ସେବା ସମିତିର ତାଲିମ କେନ୍ଦ୍ର, ବାଲିଗୁଡା ଠାରେ ଅଞ୍ଚଳର ଯୁବକ ଯୁବତୀ ମାନଙ୍କୁ ନେଇ ଦିନିକିଆ ସୂଚନା ଆଇନ ଉପରେ ତାଲିମ ପ୍ରଦାନ
Read More...

ସାହାରା ପକ୍ଷରୁ କନ୍ଧମାଳ ଜିଲ୍ଲା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ମାନଙ୍କ କର୍ମଶାଳା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାରେ ବାଲ୍ୟ ବିବାହ ଓ ଶିଶୁ ମାନଙ୍କ ଉପରେ ଶାରୀରିକ ନିର୍ୟାତନା ବୃଦ୍ଧି ପାଉଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଦାୟିତ୍ୱ ଓ ଖବର ପରିବେଷଣ ସମ୍ପର୍କିତ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ବାଲିଗୁଡ଼ା ସ୍ଥିତ ବନବାସୀ ସେବା
Read More...

ଦୁଇଟି ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବିରୁପାକ୍ଷ ଓ ଆନନ୍ଦେଶ୍ୱର ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ । ଏ ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ
Read More...

ଅଟୋ ଧକ୍କାରେ ବାଲିଗୁଡା ବ୍ଲକ ବିଜେଡ଼ି ସଭାପତି ଆହତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଦଣ୍ଡପଦର ଠାରେ ଏକ ଅଟୋ ବାଲିଗୁଡ଼ାକୁ ଆସୁଥିବା ବେଳେ ବାଲିଗୁଡ଼ା ବ୍ଲକ ବିଜେଡ଼ି ସଭାପତି ଟୁନା ଦାସ ନିଜ ସ୍କୁଟିରେ ମହାସିଙ୍ଗି ଯାଉଥିବା ବେଳେ ବେପରୁଆ ଭାବେ ଅଟୋ ଚଳାଇ ଅଟୋଟି ଧକ୍କା ଦେବାରୁ ଟୁନା
Read More...

ପୋଲିସ ପାଟ୍ରୋଲିଂ ଯୋଗୁଁ ଦାରିଙ୍ଗବାଡିରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟ ବ୍ୟାଙ୍କ ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ ହୋଇଥିବା ଦେଖିବାକୁ ମିଳିଛି । ଏଟିଏମ୍‌ ମେସିନ୍‌ ଭାଙ୍ଗିଥିଲେ ସୁଦ୍ଧା ଟଙ୍କା ଲୁଟ୍‌ କରିବାରେ
Read More...

ଆଦିବାସୀ ମହାବିଦ୍ୟାଳୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ : ୩୩ ୟୁନିଟ୍ ରକ୍ତ ସଂଗ୍ରହ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ଆମ ଓଡିଶା, ଯୁବ ରେଡକ୍ରସ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଓ ଜାତୀୟ ସେବା ଯୋଜନାର ମିଳିତ ଉଦ୍ୟମରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ପ୍ରଥମେ ଅଧ୍ୟାପକ
Read More...