ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ : ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ତାରିଖରୁ ଅନୁଷ୍ଠିତ ହେବ । ସେଥିପାଇଁ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି ।!-->…
Read More...
Read More...