Browsing Tag

baliguda news

ପାହାଡି ତରଙ୍ଗ ତରଫରୁ ଲତା ମଙ୍ଗେସ୍‌କରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ସର୍ବପୁରାତନ କଳା ଓ ସାଂସ୍କୃତିକ ଅନୁଷ୍ଠାନ" ପାହାଡ଼ି ତରଙ୍ଗ "ତରଫରୁ ସଂଗୀତ ଓ ନୃତ୍ୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଭାରତର କୋକିଳ ମହିୟସୀ ଲତା ମଙ୍ଗେସ୍‌କର ଇହଲୀଳା ସମ୍ବରଣ କଲେ । ସମସ୍ତ ଅନୁଷ୍ଠାନ
Read More...

ଭୋଜି ଖାଇବାକୁ ଯିବାବେଳେ ଅଘଟଣ : ଟାୟାର ଫାଟି ଓଲଟିଲା ପିକ୍ଅପ୍ ଭ୍ୟାନ୍, ୩ ମୃତ, ୩୪ ଗୁରୁତର

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ମୃତ୍ୟୁ କେତେବେଳେ କେମିତି ଆସିବ. ତାହା କିଏ ବା ଜାଣିଛି । ଭୋଜି ଖାଇବାକୁ ଯିବାବେଳେ ଚାଲିଗଲା ତିନିଜଣଙ୍କ ଜୀବନ । ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଉପାନ୍ତ ବ୍ଲକ୍ କୋଟଗଡ଼ ଅଞ୍ଚଳରେ । ପ୍ରକାଶ ଯେ,
Read More...

ସହକାରୀ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାର ବହୁ ପୁରାତନ ଶିକ୍ଷାନୁଷ୍ଠାନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନୂଆସାହି (କେଜିବିଭି)ରେ କାର୍ୟ୍ୟରତ ସହକାରୀ ଶିକ୍ଷକ ପବିତ୍ର ମୋହନ ପାଢ଼ୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଉକ୍ତ
Read More...

ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ : ବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ପକ୍ଷରୁ ଥାନାରେ ଏତଲା

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ନକଲି ପରୀକ୍ଷାର୍ଥୀ ଚିହ୍ନଟ । ରବିବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟ ଗାର୍ଡ, ଅତିରିକ୍ତ ରେଭିନ୍ୟୁ ଅଫିସର, ଅମିନ, ଅବକାରୀ କନେଷ୍ଟବଳ ଭଳି ୪ଟି ବିଭାଗର ପରୀକ୍ଷା ଚାଲିଥିଲା । ସେହି ସମୟରେ
Read More...

ପେଟ ଯନ୍ତ୍ରଣାରେ ପୀଡିତ ଦଶମ ଶ୍ରେଣୀ ଛାତ୍ରୀ : ଚିକିତ୍ସା ନିମନ୍ତେ ସରକାରୀ ସାହାଯ୍ୟ ପାଇଁ ସହାୟତା ଲୋଡିଲେ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଅଜଣା ପେଟ ଯନ୍ତ୍ରଣାରେ ପୀଡିତ ଦଶମ ଶ୍ରେଣୀ ଛାତ୍ରୀ । କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରହ୍ମଣୀ ଗାଁର ଥାନା ଅଞ୍ଚଳର ସୁଦର୍ଶନ ନାୟକଙ୍କ ଝିଅ ଲେହା ନାୟକ ଏବେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଖବର
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ କୋଭିଡ କଟକଣା ଓ ସାମାଜିକ ଦୂରତା ମଧ୍ୟରେ ଉପଖଣ୍ଡ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମଠାରେ ପାଳନ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ
Read More...

ସଙ୍ଗମ ‘ଇ’ ପତ୍ରିକା ସପ୍ତମ ସଂସ୍କରଣ ଉନ୍ମୋଚନ ଏବଂ ମାସିକ କବିତା ଆସର ଅନୁଷ୍ଠିତ

ସାହିତ୍ୟ ଜୀବନକୁ ବଞ୍ଚିବା ପାଇଁ ପ୍ରେରଣା ଦିଏ ବାଲିଗୁଡା, (ପୁସ୍ତମ୍ ଯୁଆଡି) : ସାହିତ୍ୟ ଜୀବନକୁ ବଞ୍ଚିବା ପାଇଁ ପ୍ରେରଣା ଦେଇଥାଏ ଏବଂ ସାରା ବିଶ୍ୱର ସାହିତ୍ୟକ ମାନଙ୍କର ମଧ୍ୟରେ ସମ୍ପର୍କ ସ୍ଥାପନ କରିଥାଏ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସଙ୍ଗମ ସାହିତ୍ୟ 'ଇ' ପତ୍ରିକାର ସପ୍ତମ
Read More...

ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବିଧାନସଭା କ୍ଷେତ୍ରର ପୁର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହୃତ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସର ଉପସଭାପତି ଜାଜ୍ଞାସ୍ୱର ବାବୁ । ଏନେଇ ପ୍ରଦେଶ
Read More...

ଦାରିଙ୍ଗବାଡ଼ି ବ୍ଲକରେ ବାଜିଲା ପଞ୍ଚାୟତ ନିର୍ବାଚନୀ ବିଗୁଲ : ୩ ପ୍ରମୁଖ ଦଳ ନିର୍ବାଚନ ପାଇଁ ସଜବାଜ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପଞ୍ଚାୟତ ନିର୍ବାଚନ ପାଇଁ ବିଧବଦ୍ଧ ତାରିଖ ଘୋଷଣା ପରେ ବ୍ଲକ ଓ ଗାଁ ରାଜନୀତି ଏବେ ଜୋର୍‌ ଧରିଛି । ବ୍ଲକସଦର ମହକୁମା ସହିତ ଅଞ୍ଚଳର ସିମନବାଡି, ବୁଡ଼ାଗୁଡା, କିରିକୁଟି, ବାଡାବାଙ୍ଗା, ଦାସିଙ୍ଗବାଡ଼ି, ସିକରମାହା, ଗଦାପୁର, ବ୍ରହ୍ମଣୀଗାଁ ଓ
Read More...

ସ୍ନାତକ ଯୋଗ୍ୟତାରେ ଅମଲାଙ୍କୁ ଦରମା ଦେବାକୁ ଦାବୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡିଶା ଅମଲା ସଂଘ କନ୍ଧମାଳ ଶାଖାର ଏକ ବୈଠକ ଜିଲ୍ଲା ଶାଖା ସଭାପତି ଦେବେନ୍ଦ୍ର କୁମାର ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲାର ବିଭିନ୍ନ କାର୍ୟ୍ୟାଳୟର ପ୍ରତିନିଧିମାନେ ଯୋଗ ଦେଇ ଦୀର୍ଘ ଦିନ ହେଲା
Read More...